
ଭୁବନେଶ୍ବର, ରାଜ୍ୟରେ ଧିରେଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ସଦ୍ୟତମ ସୂଚନା ଅନୁସାରେ ଗତ 24 ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨,୮୦୩ ନୂଆ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫ଶହ ୯୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨ଶହ ୬ଟି । ଗତକାଲି ରାଜ୍ୟରୁ ୨ ହଜାର ୮୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
Tags: ଓଡିଶାର କରୋନା ଆକ୍ରାନ୍ତ, କରୋନା