Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୯ ହଜାର ୩୯୬ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୯ ହଜାର ୩୯୬ ଆକ୍ରାନ୍ତ

July 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୯ ହଜାର ୩୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୨୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୫ ଲକ୍ଷ ୮୫ ହଜାର ୨୨୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର ୭୨୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୭ ଲକ୍ଷ ୪୩୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮୨ ହଜାର ୭୧ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ କରୋନା ପଜିଟିଭ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନ: ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ୫ ହଜାର ଟଙ୍କାରେ ସୀମିତ

October 5, 2026

“ସମ୍ବାଦ ରିପୋର୍ଟ ଆଧାରରେ ଆଦେଶ ଦିଆଯିବ ନାହିଁ”: ସିଇସିଙ୍କ ନିଲମ୍ବନକୁ ମନା କଲେ ସୁପ୍ରିମକୋର୍ଟ

October 5, 2026

ହୃଦ୍ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 5, 2026

୫ ଶିଶୁ ଓରାଙ୍ଗଉଟାନ୍‌ କ୍ୱାରେଣ୍ଟାଇନରେ ରହିବେ ୯୦ ଦିନ

October 5, 2026
Latest News

ଛାତ୍ର ସଂସଦ ନିର୍ବାଚନ: ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ୫ ହଜାର ଟଙ୍କାରେ ସୀମିତ

October 5, 2026

“ସମ୍ବାଦ ରିପୋର୍ଟ ଆଧାରରେ ଆଦେଶ ଦିଆଯିବ ନାହିଁ”: ସିଇସିଙ୍କ ନିଲମ୍ବନକୁ ମନା କଲେ ସୁପ୍ରିମକୋର୍ଟ

October 5, 2026

ଦୀର୍ଘ ୮ ବର୍ଷ ପରେ ବାଜିଲା ଛାତ୍ର ସଂସଦ ନିର୍ବାଚନ ବିଗୁଲ୍‌, ୧୫ରେ ଭୋଟ୍‌ ଗ୍ରହଣ

October 5, 2026

ହୃଦ୍ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 5, 2026

୫ ଶିଶୁ ଓରାଙ୍ଗଉଟାନ୍‌ କ୍ୱାରେଣ୍ଟାଇନରେ ରହିବେ ୯୦ ଦିନ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.