Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସକୁ ଧକ୍କା, ମମତାଙ୍କ ଦଳରେ ଯୋଗଦେଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ
ଆଜିର ଖବର

କଂଗ୍ରେସକୁ ଧକ୍କା, ମମତାଙ୍କ ଦଳରେ ଯୋଗଦେଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ

July 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସକୁ ଧକ୍କା, ମମତାଙ୍କ ଦଳରେ ଯୋଗଦେଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ

କୋଲକାତା, କଂଗ୍ରେସକୁ ଜବରଦସ୍ତ ଝଟକା ଲାଗିଛି। ଦଳର ପୂର୍ବତନ ସାଂସଦ ତଥା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ ମୁଖାର୍ଜି ଆଜି ଟିଏମସିରେ ସାମିଲ ହୋଇଛନ୍ତି। ଦିବଂଗତ ପ୍ରଣବ ମୁଖାର୍ଜୀ କଂଗ୍ରେସର ଜଣେ ଟାଣୁଆ ତଥା ବରିଷ୍ଠ ନେତା ଥିଲେ। ସେ ସବୁବେଳେ କଂଗ୍ରେସରେ ରହି ରାଜନୀତି କରୁଥିଲ। କିନ୍ତୁ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ କଂଗ୍ରେସ ତ୍ୟାଗ କରି ଟିଏମସିରେ ଯୋଗଦେଇଛନ୍ତି।

ଅଭିଜିତଙ୍କ ପାଇଁ କୋଲକାତାରେ ଟିଏମସି ତରଫରୁ ଏକ ମିଶ୍ରଣ ପର୍ବ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ଟିଏମସିର ବରିଷ୍ଠ ନେତା ସୁଦୀପ ବନ୍ଦୋପାଧ୍ୟୟ ଓ ଅନ୍ୟ ନେତାଙ୍କ ଉପସ୍ଥିତିରେ ଅଭିଜିତ ବିଧିବଦ୍ଧ ଭାବେ ମମତାଙ୍କ ଟିଏମସିରେ ସାମିଲ ହୋଇଛନ୍ତି।

କଂଗ୍ରେସ ଟିକେଟରୁ ଅଭିଜିତ ଜଙ୍ଗିପୁରରୁ ଲୋକସଭାକୁ ଯାଇଥିବା ବେଳେ ନଲହାଟିରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପଶ୍ଚିମବଂଗ ବିଧାନସଭା ନିର୍ବାଚନରେ ଟିଏମସି ତାହାର ଶକ୍ତି ପ୍ରଦର୍ଶନ ପରେ ଏବେ ବିଭିନ୍ନ ନେତା ଦଳପ୍ରତି ଆକୃଷ୍ଟ ହେବାରେ ଲାଗିଛନ୍ତି।

TMC ଟିଏମସି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମମତା ବାନାର୍ଜୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Latest News

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.