Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଏବରେଲୀରୁ ସୋନିଆଙ୍କ ପ୍ରାର୍ଥୀପତ୍ର ଦାଖଲ
ଆଜିର ଖବର

ରାଏବରେଲୀରୁ ସୋନିଆଙ୍କ ପ୍ରାର୍ଥୀପତ୍ର ଦାଖଲ

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
SONIA FILES NOMINATION IN RAIBARELIEY
SONIA FILES NOMINATION IN RAIBARELIEY

ୟୁପିଏ ମୁଖ୍ୟ ସୋନିଆ ଗାନ୍ଧୀ ରାଏବରେଲୀ ସାମ୍ବିଧାନିକ କ୍ଷେତ୍ରରୁ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସୋନିଆ ଏକ ରୋଡ ଶୋ ଜରିଆରେ ଶକ୍ତି ପ୍ରଦର୍ଶନ କରିଥିଲେ। ରୋଡ ଶୋ ପୂର୍ବରୁ ରାଏବରେଲୀରେ ରହିଥିବା କଂଗ୍ରେସର କେନ୍ଦ୍ରୀୟ ଅଫିସରେ ପୂଜାର୍ଚ୍ଚନା କରିଥିଲେ ସୋନିଆ। ନାମାଙ୍କନ ଦାଖଲ ପାଇଁ ସୋନିଆଙ୍କ ସହିତ ପୁତ୍ର ତଥା କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ, ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ରବର୍ଟ ଭଦ୍ରା ପ୍ରମୁଖ ରହିଥିଲେ। କଂଗ୍ରେସର ଗଡ ଭାବରେ ପରିଚିତ ଏହି ନିର୍ବାଚନୀ କ୍ଷେତ୍ରରେ ଆସନ୍ତା ମେ ୬ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିବା ଦୀନେଶ ପ୍ରତାପ ସିଂ ସୋନିଆଙ୍କ ବିପକ୍ଷରେ ନିର୍ବାଚନରେ ଅବତୀର୍ଣ୍ଣ ହେବେ। ସମାଜବାଦୀ ପାର୍ଟି ଏବଂ ବହୁଜନ ସମାଜ ପାର୍ଟି ଏଠାରେ ନିଜର ପ୍ରାର୍ଥୀ ଦେଇନଥିବା ବେଳେ ଶ୍ରୀମତି ଗାନ୍ଧୀ ଏହି ଆସନରୁ ଲଗାତାର ଭାବେ ୪ ଥର ବିଜୟୀ ହୋଇଛନ୍ତି।

( ମୋବାଇଲରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta , ଡାଉନଲୋଡ ପରେ ଟିପରେ ସ୍କ୍ରିନକୁ ତଳୁ ଉପରକୁ ଘଷି ପଢିଚାଲନ୍ତୁ ଖବର ପରେ ଖବର )

nomination raebareli soniagandhi thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ସର୍ବଭାରତୀୟ ରେଳ ହିନ୍ଦୀ କୁଇଜ୍ ପ୍ରତିଯୋଗିତା: ତୃତୀୟ ସ୍ଥାନ ହାସଲ କଲା ପୂର୍ବତଟ ରେଳପଥ

February 9, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.