Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ବିଧାନସଭାରେ ପାରିତ ହେଲା ବିଧାନ ପରିଷଦ: ସମର୍ଥନରେ ପଡିଲା ୧୯୬ ଭୋଟ
ଆଜିର ଖବର

ପଶ୍ଚିମବଙ୍ଗ ବିଧାନସଭାରେ ପାରିତ ହେଲା ବିଧାନ ପରିଷଦ: ସମର୍ଥନରେ ପଡିଲା ୧୯୬ ଭୋଟ

July 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲିକତା: ପଶ୍ଚିମବଙ୍ଗରେ ବିଧାନ ପରିଷଦର ଗଠନ ପାଇଁ ମଞ୍ଜୁରୀ ମିଳିଛି। ଆଜି ପଶ୍ଚିମବଙ୍ଗ ବିଧାନସଭାରେ ସମ୍ବିଧାନ ଧାରା ୧୬୯ ଜରିଆରେ ରାଜ୍ୟରେ ବିଧାନ ପରିଷଦର ଗଠନକୁ ନେଇ ପ୍ରସ୍ତାବ ପାରିତ ହୋଇଛି।

ବର୍ତ୍ତମାନ ଏହାକୁ ଲାଗୁ କରିବା ପାଇଁ ହେଲେ ସଂସଦର ଉଭୟ ଗୃହରେ ପାରିତ କରିବାକୁ ପଡିବ। ପଶ୍ଚିମବଙ୍ଗ ବିଧାନସଭାରେ ଏହି ପ୍ରସ୍ତାବକୁ ପାରିତ କରିବା ପାଇଁ ଭୋଟିଂ କରାଯାଇଥିଲା। ଭୋଟିଂରେ ୨୬୫ ଜଣ ବିଧାନସଭା ସଦସ୍ୟ ଭାଗ ନେଇଥିଲେ। ଯେଉଁଥିରେ ୧୯୬ ଜଣ ଏହି ପ୍ରସ୍ତାବ ସମର୍ଥନରେ ଭୋଟ କରିଥିବା ବେଳେ ୬୯ ଜଣ ବିରୋଧରେ ଭୋଟ କରିଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ବିଧାନସଭା ନିର୍ବାଚନ ସମୟରେ ରାଜ୍ୟରେ ବିଧାନ ପରିଷଦ ଗଠନ କରିବା ଲାଗି ପ୍ରତିଶୃତି ଦେଇଥିଲେ।

ପଶ୍ଚିମବଙ୍ଗ ବିଧାନସଭା ବିଧାନ ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

ଭକ୍ତଙ୍କ ଉପରେ ମାଡ଼ିଗଲା ଟ୍ରକ୍, ୧୫ ମୃତ

October 18, 2026

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026
Latest News

ଭକ୍ତଙ୍କ ଉପରେ ମାଡ଼ିଗଲା ଟ୍ରକ୍, ୧୫ ମୃତ

October 18, 2026

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

ପ୍ରାଚୀନ ଅଷ୍ଟଶମ୍ଭୁ ମନ୍ଦିରରୁ ଐତିହାସିକ ପୁରାତନ ବୀରଶିଳା ଆବିଷ୍କୃତ

October 18, 2026

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.