Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ୨୦ରୁ ଆରମ୍ଭ ହେବ ଚଳିତ ବର୍ଷର ଜେଇଇ ମେନ ପରୀକ୍ଷା, କେନ୍ଦ୍ର ସରକାର କଲେ ଘୋଷଣା
ଆଜିର ଖବର

ଜୁଲାଇ ୨୦ରୁ ଆରମ୍ଭ ହେବ ଚଳିତ ବର୍ଷର ଜେଇଇ ମେନ ପରୀକ୍ଷା, କେନ୍ଦ୍ର ସରକାର କଲେ ଘୋଷଣା

July 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
IIM CAT 2025
IIM CAT 2025: ଆବେଦନ କରିବାର ଆଜି ଶେଷ ସୁଯୋଗ, ଶୀଘ୍ର କରନ୍ତୁ ଫର୍ମ ପୂରଣ

ନୂଆଦିଲ୍ଲୀ, ଶେଷରେ ଜେଇଇ ମେନ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। କେନ୍ଦ୍ର ସରକାର ଶିକ୍ଷା ବିଭାଗର ଘୋଷଣା ଅନୁସାରେ ଜୁଲାଇ ୨୦ରୁ ଆରମ୍ଭ ହେବ ଚଳିତ ବର୍ଷର JEE ମେନ୍ ପରୀକ୍ଷା। ଜୁଲାଇ ୨୦ରୁ ୨୫ ମଧ୍ୟରେ ସେସନ-୩ର ପରୀକ୍ଷା ହେବ ।

ସେହିପରି ଜୁଲାଇ ୨୭ରୁ ଅଗଷ୍ଟ ୨ମଧ୍ୟରେ ସେସନ-୪ ପାଇଁ ପରୀକ୍ଷା ହେବ। କରୋନା ପାଇଁ ସହର ଓ ପରୀକ୍ଷା କେନ୍ଦ୍ର ସଂଖ୍ୟା ବୃଦ୍ଧି କରାଯିବ ବୋଲି ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ସୂଚନା ଦେଇଛନ୍ତି।

କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଜେଇଇ ମେନ୍ ପରୀକ୍ଷାକୁ ସ୍ଥଗିତ କରାଯାଇଥିଲା। ଯୁଗ୍ମ ପ୍ରବେଶିକା, ଜେଇଇ (ମେନ୍) କୁ ମଧ୍ୟ ସ୍ଥଗିତ ରଖାଯାଇଥିଲା। ଏହି ପରୀକ୍ଷା ଗତ ଏପ୍ରିଲ ୨୭, ୨୮ ଏବଂ ୩୦ ତାରିଖରେ ହେବାର ଥିଲା।

JEE Main JEE Main Exam ଓଜେଇଇ ପରୀକ୍ଷା ଜେଇଇ ଜେଇଇ ମେନ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026
Latest News

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.