Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେ ୧୮ରେ ଅଷ୍ଟ୍ରେଲିଆରେ ନିର୍ବାଚନ
ଆଜିର ଖବର

ମେ ୧୮ରେ ଅଷ୍ଟ୍ରେଲିଆରେ ନିର୍ବାଚନ

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‍ ମୋରିସନ ଗୁରୁବାର ଦେଶରେ ଆସନ୍ତା ସାଧାରଣ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ ଆସନ୍ତା ମେ ୧୮ରେ ହେବ ବୋଲି  ସେ ଘୋଷଣା କରିଛନ୍ତି। ମୋରିସନଙ୍କ ପାଇଁ ନିର୍ବାଚନରେ ଜଳବାୟୁ ପରିବର୍ତ୍ତନ ଏବଂ ଅର୍ଥବ୍ୟବସ୍ଥା ପ୍ରମୁଖ ପ୍ରସଙ୍ଗ ହେବ। ମୋରିସନ ନିର୍ବାଚନ ତାରିଖ ଘୋଷଣା କରି କହିଥିଲେ ଯେ ଏବେଠାରୁ ପ୍ରଚାର ଅଧିକାରୀଙ୍କ କାର୍ଯ୍ୟ ଆରମ୍ଭ ହେଲା। ଏହି ନିର୍ବାଚନରେ ଜିତିଲେ ସ୍କଟ୍‍ ମୋରିସନ୍‍ ତୃତୀୟ ଥର ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିବେ। ଯଦି ମୋରିସନ୍‌ ନିର୍ବାଚିତ ହେବାରେ ବିଫଳ ହୁଅନ୍ତି ତେବେ ଶ୍ରମିକ ନେତା ବିଲ୍‌ ସର୍ଟେନ୍‌ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହେବେ। ୨୦୧୮ରେ ଅଷ୍ଟ୍ରେଲିଆର ଅର୍ଥ ମନ୍ତ୍ରୀ ଥିବା ସ୍କଟ୍‍ ମୋରିସନଙ୍କୁ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ହେବା ପରେ ସେ ପଶ୍ଚିମ ଜେରୁଜେଲମକୁ ଇସ୍ରାଏଲର ରାଜଧାନୀ ମାନ୍ୟତା ଦେଇଥିଲେ। ଏହି ନିର୍ବାଚନ ଅଷ୍ଟ୍ରେଲିଆର ଅର୍ଥନୈତିକ ଅଭିବୃଦ୍ଧିକୁ ଆାଗାମୀ ତିନି ବର୍ଷ ନୁହେଁ ବରଂ ଏକ ଦଶନ୍ଧି ପାଇଁ ନିୟନ୍ତ୍ରଣ କରିବ ବୋଲି ମୋରିସନ୍‌ ପ୍ରକାଶ କରିଥିଲେ। ଗତଥରର ଅଷ୍ଟ୍ରେଲିଆ ନିର୍ବାଚନରେ ୯୫ ପ୍ରତିଶତ ଲୋକ ଭୋଟ ଦେଇଥିଲେ ଯାହାକି ଏକ ରେକର୍ଡ।

austrelia election thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026
Latest News

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026

ଇତିହାସର ପୁନରାବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ବିନା ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.