Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀ: ୮୩ ବର୍ଷୀୟ ବୃଦ୍ଧଙ୍କୁ ଅକ୍ଷତ ଅବସ୍ଥାରେ କୂପରୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ
ଆଜିର ଖବର

ନାଚୁଣୀ: ୮୩ ବର୍ଷୀୟ ବୃଦ୍ଧଙ୍କୁ ଅକ୍ଷତ ଅବସ୍ଥାରେ କୂପରୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ

July 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଜଣେ ୮୩ ବର୍ଷୀୟ ବୃଦ୍ଧଙ୍କୁ ଅକ୍ଷତ ଏବଂ ଜୀବନ୍ତ ଅବସ୍ଥାରେ ଗଭୀର କୂପରୁ ଉଦ୍ଧାର କରି ପ୍ରଶଂସା ସାଉଁଟିଛି ଅଗ୍ନିଶମ ବିଭାଗ। ଏପରି ଘଟଣା ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣୀ ଅଞ୍ଚଳରେ ଘଟିଯାଇଛି।

ସୂଚନା ମୁତାବକ, ଆଜି ସକାଳେ ନାଚୁଣୀ ବଜାରର ଶତ୍ରୁଘ୍ନ ସୁବୁଦ୍ଧିଙ୍କ ଘର ପଛପଟେ ଥିବା ୩୨ ଫୁଟ ଗଭୀର ବିଶିଷ୍ଟ କୂପ ଭିତରକୁ ସୁଦେଇ ମହାପାତ୍ର (୮୩) ନାମକ ଜଣେ ବୃଦ୍ଧ ଅସାବଧାନତାବଶତଃ ଗଳି ପଡ଼ିଥିଲେ। ଏହା ଦେଖି ଶତ୍ରୁଘ୍ନଙ୍କ ପରିବାର ଲୋକେ ଗଙ୍ଗାଧରପୁର ଅଗ୍ନିଶମ ବାହିନୀକୁ ତୁରନ୍ତ ଫୋନ କରିଥିଲେ। ଖବର ପାଇ ସଙ୍ଗେସଙ୍ଗେ ଘଟଣାସ୍ଥଳରେ ଗଙ୍ଗାଧରପୁର ଅଗ୍ନିଶମ ଅଧିକାରୀ ମନୋଜ ସାହୁ ଏବଂ ଟିମ ପହଞ୍ଚିଥିଲେ।

ପରବର୍ତ୍ତୀ ସମୟରେ ଦଉଡି ଏବଂ ରୋପଲ୍ୟାଡ଼ର ସାହାଯ୍ୟରେ ବହୁ ଯତ୍ନର ସହ ବୃଦ୍ଧଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିପାରିଥିଲା। ତେବେ ୮୩ ବର୍ଷୀୟ ବୃଦ୍ଧ ଜଣକ ଅକ୍ଷତ ଏବଂ ଜୀବନ୍ତ ଅବସ୍ଥାରେ ଉଦ୍ଧାର ହୋଇଥିବାରୁ ଅଞ୍ଚଳବାସୀ ମାନେ ଗଙ୍ଗାଧରପୁର ଅଗ୍ନିଶମ ବାହିନୀର ପ୍ରଶଂସାରେ ଶତମୁଖ ହୋଇପଡିଛନ୍ତି।

ଅକ୍ଷତ ଅବସ୍ଥା ଅଗ୍ନିଶମ ବାହିନୀ ଗଙ୍ଗାଧରପୁର ନାଚୁଣୀ ବାଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

୧୯ରେ ବଙ୍ଗୋପସାଗରରେ ଲଘୁଚାପ: ବାତ୍ୟା ଗୁଜବରୁ ଦୂରେଇ ରହିବାକୁ IMDର ପରାମର୍ଶ

September 17, 2026

ଉଦ୍ଧାର ଓରାଙ୍ଗଉଟାନ ଛୁଆ ମଧ୍ୟରୁ ୩ ଜଣ ରକ୍ତହୀନତାରେ ପୀଡ଼ିତ, ଚିକିତ୍ସା ଜାରି

September 17, 2026

ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ, ଭୁବନେଶ୍ବରେ ମେଗା-ରକ୍ତଦାନ ଶିବିର

September 17, 2026
Latest News

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

୧୯ରେ ବଙ୍ଗୋପସାଗରରେ ଲଘୁଚାପ: ବାତ୍ୟା ଗୁଜବରୁ ଦୂରେଇ ରହିବାକୁ IMDର ପରାମର୍ଶ

September 17, 2026

ଉଦ୍ଧାର ଓରାଙ୍ଗଉଟାନ ଛୁଆ ମଧ୍ୟରୁ ୩ ଜଣ ରକ୍ତହୀନତାରେ ପୀଡ଼ିତ, ଚିକିତ୍ସା ଜାରି

September 17, 2026

ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ, ଭୁବନେଶ୍ବରେ ମେଗା-ରକ୍ତଦାନ ଶିବିର

September 17, 2026

ଜମ୍ମୁ କାଶ୍ମୀରରେ ସେନା ଏବଂ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ଦୁଇ ଆତଙ୍କବାଦୀ ନିହତ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.