Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୩ ହଜାର ୭୩୩ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୩ ହଜାର ୭୩୩ ଆକ୍ରାନ୍ତ

July 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୭୩୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୩୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୬ ଲକ୍ଷ ୬୩ ହଜାର ୬୬୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪ ହଜାର ୨୧୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୭ ଲକ୍ଷ ୯୯ ହଜାର ୫୩୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫୯ ହଜାର ୨୨୦ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ କରୋନା ପଜିଟିଭ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ପେଟ୍ରୋଲ-ଡିଜେଲର କୌଣସି ଅଭାବ ନାହିଁ: ଓଏମସିର ଆଶ୍ୱାସନା

May 8, 2026

ରୋଚକମୋଡରେ ତାମିଲନାଡୁ ରାଜନୀତି : କେମିତି ହେବ ସରକାର ଗଠନ

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026
Latest News

ଓଡ଼ିଶାରେ ପେଟ୍ରୋଲ-ଡିଜେଲର କୌଣସି ଅଭାବ ନାହିଁ: ଓଏମସିର ଆଶ୍ୱାସନା

May 8, 2026

କେରଳ ପ୍ରଭାବ: ରାଜସ୍ଥାନରେ ପୁଣି ଉଠିଲା ମୁଖ୍ୟମନ୍ତ୍ରୀ ଚେହେରା ପ୍ରସଙ୍ଗ

May 8, 2026

ଆଜି ମେ ୮ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

May 8, 2026

ରୋଚକମୋଡରେ ତାମିଲନାଡୁ ରାଜନୀତି : କେମିତି ହେବ ସରକାର ଗଠନ

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.