Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ପର୍ଯ୍ୟାୟ ମତଦାନ : ଦିନ ୩ଟା ୩୦ ସୁଦ୍ଧା ୫୭ପ୍ରତିଶତ ମତଦାନ
ଆଜିର ଖବର

ପ୍ରଥମ ପର୍ଯ୍ୟାୟ ମତଦାନ : ଦିନ ୩ଟା ୩୦ ସୁଦ୍ଧା ୫୭ପ୍ରତିଶତ ମତଦାନ

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମତଦାନ ଜାରି ରହିଚି। ପୂର୍ବାହ୍ନ ୩ଟା ସୁଦ୍ଧା ୩୦ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ୫୭ ପ୍ରତିଶତ ମତଦାନ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ଆଜି ୪ଟି ଲୋକସଭାରେ ୨୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବାବେଳେ ୨୮ ଟି ବିଧାନସଭା ଆସନରେ ୧୭୧ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ଚାଲିଛି। ଲୋକସଭା ପ୍ରାର୍ଥୀଙ୍କ ମଧ୍ୟରେ ୨୪ ପୁରୁଷ ଓ ୨ ମହିଳା ପ୍ରାର୍ଥୀ ରହିଛନ୍ତି। ସେହିପରି ବିଧାନସଭା ଆସନରେ ୧୯୧ ପ୍ରାର୍ଥୀଙ୍କ ମଧ୍ୟରୁ ୧୭୫ ପୁରୁଷ ଓ ୧୬ ମହିଳା ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୬୦ ଲକ୍ଷ ୩ ହଜାର ୭୦୭ ଜଣ ମତଦାତା ନିଜର ମତ ସାବ୍ୟସ୍ତ କରିବେ। ସେଥି ମଧ୍ୟରୁ ପୁରୁଷ ଭୋଟର ସଂଖ୍ୟା ୨୯ ଲକ୍ଷ ୭୨ ହଜାର ୯୨୫ ଏବଂ ମହିଳା ଭୋଟର ସଂଖ୍ୟା ୩୦ ଲକ୍ଷ ୩୦ ହଜାର ୨୨୨ ଅଛି। ତେବେ କେତେକ ସ୍ଥାନରେ ସାମାଜିକ ସମସ୍ୟାକୁ ନେଇ ଭୋଟ୍‌ ବର୍ଜନ କରାଯାଇଥିବାବେଳେ ଆଉ କେତେକ ସ୍ଥାନରେ ମାଓ ଧମକ ପାଇଁ ଭୋଟ୍‌ ଗ୍ରହଣ କରାଯାଇପାରୁନାହିଁ। ସେହିଭଳି ଭିଭିପାଟ୍‌ ସମସ୍ୟା ଜନିତ କେତେକ ସ୍ଥାନରେ ଭୋଟ୍‌ ଗ୍ରହଣରେ ମଧ୍ୟ ଅସୁବିଧା ହୋଇଥିଲା ବୋଲି ସୂଚନା ରହିଥିଲା।

firstphase thesamikhsya voting
Share. Facebook Twitter LinkedIn Email WhatsApp Copy Link

Related Posts

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026
Latest News

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.