Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୮୭: ସୁସ୍ଥ ହେଲେ ୩୪୦ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୮୭: ସୁସ୍ଥ ହେଲେ ୩୪୦ କରୋନା ଆକ୍ରାନ୍ତ

July 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୮୭ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୩୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ହଜାର ୩୪୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୩୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୦ ହଜାର ୬୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୧୬୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୪୮୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏସିଆନ୍ ଗେମ୍ସ ଉଦ୍‌ଘାଟନୀ : ମନୁ ଓ ତଜିନ୍ଦରପାଲ୍ ସିଂହ ତୁର୍ ଭାରତର ଧ୍ୱଜାବାହକ

September 19, 2026

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026

 ଆଜି ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

September 19, 2026

ୟୁଏଇ ରାଷ୍ଟ୍ରପତିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

September 19, 2026
Latest News

ଭାରତ-ପାକ୍ ହ୍ୟାଣ୍ଡ୍‌ସେକ୍ ବିବାଦ: ସରକାରଙ୍କ ନିଷ୍ପତ୍ତିକୁ ମାନିବାକୁ ହେବ-କପିଳଦେବ

September 19, 2026

Coffee Side Effects: ଅଧିକ କଫି ପିଉଛନ୍ତି କି? ଜାଣନ୍ତୁ ସାଇଡ୍ ଇଫେକ୍ଟ

September 19, 2026

ଆଜି ଏସିଆନ୍ ଗେମ୍ସ ଉଦ୍‌ଘାଟନୀ : ମନୁ ଓ ତଜିନ୍ଦରପାଲ୍ ସିଂହ ତୁର୍ ଭାରତର ଧ୍ୱଜାବାହକ

September 19, 2026

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026

ସିନେମା ପ୍ରମାଣପତ୍ର ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.