Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦିଙ୍କୁ ସୋନିଆଙ୍କ ଚେତାବନୀ : ୨୦୦୪ ନିର୍ବାଚନକୁ ମୋଦି ଭୁଲିବା ଉଚିତ୍‌ ନୁହେଁ
ଆଜିର ଖବର

ମୋଦିଙ୍କୁ ସୋନିଆଙ୍କ ଚେତାବନୀ : ୨୦୦୪ ନିର୍ବାଚନକୁ ମୋଦି ଭୁଲିବା ଉଚିତ୍‌ ନୁହେଁ

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sonia reminds to modi to 2004 general election
sonia reminds to modi to 2004 general election

ଲଗାତାର ପଞ୍ଚମଥର ପାଇଁ ଆଜି ରାୟବରେଲିରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏହି ନାମାଙ୍କନ ପତ୍ର ଦାଖଲ ସମୟରେ ରାହୁଲ୍‌ ଗାନ୍ଧି, ପ୍ରିୟଙ୍କା ଗାନ୍ଧି, ରର୍ବଟ ଭଦ୍ରା ଓ ତାଙ୍କ ନାତି ନାତୁଣୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଏକ ବିରାଟ ରୋଡ ଶୋ’ର କରି ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ ସୋନିଆ। ଏହାପୂର୍ବରୁ ଏକ ଯଜ୍ଞର ଆୟୋଜନ କରାଯାଇଥିଲା। ଏହି ଅବସରରେ ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେତାବନୀ ଦେଇ କହିଛନ୍ତି, ୨୦୦୪ ନିର୍ବାଚନକୁ ମୋଦି ଭୁଲିବା ଉଚିତ୍‌ ନୁହେଁ। ସେ ସମୟରେ ଅଟଳ ବିହାରୀ ବାଜପେୟୀ ଜଣେ ଅପରାଜୟ ନେତା ଥିଲେ କିନ୍ତୁ କଂଗ୍ରେସ ସମସ୍ତ ଆକଳନକୁ ଭୁଲ ପ୍ରମାଣିତ କରି ଜିତିଥିଲା। ତେଣୁ ମୋଦି ଅତୀତକୁ ପାଶୋରିବା ଉଚିତ୍‌ ନୁହେଁ। ୫ ବର୍ଷରେ ମୋଦି ସରକାର ଲୋକଙ୍କ ପାଇଁ କିଛି କରିନାହାନ୍ତି, ସମସ୍ତ ପ୍ରତିଶ୍ରୁତି ଏବେବି ଅସମ୍ପୂର୍ଣ୍ଣ। କଂଗ୍ରେସର ଗଡ଼ ଥିବା ରାଇବରେଲି ଲୋକସଭା ଆସନରୁ ସୋନିଆ ୪ଥର ଏମ୍‌ପି ରହିସାରିଛନ୍ତି।

Modi soniagandhi thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.