Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ନୂଆ ମନ୍ତ୍ରୀମଣ୍ଡଳର ପ୍ରଥମ କ୍ୟାବିନେଟ ବୈଠକରେ ନିଷ୍ପତ୍ତି: ସ୍ଵତନ୍ତ୍ର ପାଣ୍ଠିରୁ ରାଜ୍ୟଗୁଡିକୁ ଦିଆଯିବ ଆର୍ଥିକ ସହାୟତା
ଆଜିର ଖବର

କେନ୍ଦ୍ର ନୂଆ ମନ୍ତ୍ରୀମଣ୍ଡଳର ପ୍ରଥମ କ୍ୟାବିନେଟ ବୈଠକରେ ନିଷ୍ପତ୍ତି: ସ୍ଵତନ୍ତ୍ର ପାଣ୍ଠିରୁ ରାଜ୍ୟଗୁଡିକୁ ଦିଆଯିବ ଆର୍ଥିକ ସହାୟତା

July 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀ
Two-Day National Conference on Building and Other Construction Workers (BOCW) to Begin in Mumbai Today

ନୂଆଦିଲ୍ଲୀ: କେନ୍ଦ୍ରର ନୂଆ ମନ୍ତ୍ରୀମଣ୍ଡଳ ଗଠନ ହେବା ପରେ ଆଜି ସନ୍ଧ୍ୟା ୫ ଟାରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର ବୈଠକରେ କୃଷି ଭଳି ସ୍ୱାସ୍ଥ୍ୟ ଉପରେ ମଧ୍ୟ ବଡ ନିଷ୍ପତ୍ତି ନିଆଯାଇଛି।

ଏହି ବୈଠକରେ ଜରୁରୀ ସ୍ୱାସ୍ଥ୍ୟ ସେବା ପାଇଁ ୨୩ ହଜାର କୋଟି ଟଙ୍କାକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି। ତେବେ କରୋନା ଲଢେଇ ପାଇଁ ସ୍ଵତନ୍ତ୍ର ପାଣ୍ଠିରୁ ରାଜ୍ୟଗୁଡିକୁ ସହାୟତା ପ୍ରଦାନ କରାଯିବା ନେଇ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି।

ନୂଆ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସାମ୍ବାଦିକ ସମ୍ମିଳନୀରେ ଏକ ବିବୃତ୍ତି ଦେଇଛନ୍ତି। କରୋନା ପ୍ୟାକେଜରେ ସଠିକ ଉପଯୋଗ ହୋଇଛି। ତୃତୀୟ ଲହରୀ ପାଇଁ କେନ୍ଦ୍ର ସଂପୂର୍ଣ୍ଣ ପ୍ରସ୍ତୁତ ଅଛି। ତୃତୀୟ ଲହରୀକୁ ଦେଖି ଦେଶରେ ୪ ଲକ୍ଷରୁ ଉର୍ଦ୍ଧ୍ଵ ଶଯ୍ୟା ପ୍ରସ୍ତୁତ କରି ରଖାଯାଇଛି। ଦେଶରେ ୨୦ ହଜାର ଆଇସିୟୁ ଶଯ୍ୟା ପାଇଁ ବ୍ୟବସ୍ଥା କରାଯାଉଛି। ଦେଶର ସବୁ ଜିଲ୍ଲାରେ ପିଏସୟୁ ରହିବ। ପ୍ରତ୍ୟେକ ଜିଲ୍ଲାରେ ୧୦ ହଜାର ଲିଟର ଅମ୍ଳଜାନ ରଖିବା ପାଇଁ ବ୍ୟବସ୍ଥା କରାଯାଉଛି। ବିଶେଷ କରି ତୃତୀୟ ଲହରୀ ପାଇଁ ଶିଶୁମାନଙ୍କ ସ୍ୱାସ୍ଥ୍ୟ ଉପରେ ଅଧିକ ଗୁରୁତ୍ଵ ଦିଆଯାଉଛି। ଏନେଇ ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୂଚନା ଦେଇଛନ୍ତି।

ଆର୍ଥିକ ସହାୟତା ନୂଆ ମନ୍ତ୍ରୀମଣ୍ଡଳ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.