Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୪୩: ସୁସ୍ଥ ହେଲେ ୩୨୨ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୪୩: ସୁସ୍ଥ ହେଲେ ୩୨୨ କରୋନା ଆକ୍ରାନ୍ତ

July 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୬୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ହଜାର ୬୮୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୩୨୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୦ ହଜାର ୯୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୧୮୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୪୯୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.