Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୩ ହଜାର ୩୯୩ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୩ ହଜାର ୩୯୩ ଆକ୍ରାନ୍ତ

July 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୩୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୭ ଲକ୍ଷ ୫୨ ହଜାର ୯୫୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫ ହଜାର ୯୩୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୮ ଲକ୍ଷ ୮୮ ହଜାର ୨୮୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫୮ ହଜାର ୭୨୭ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026
Latest News

୭୪ ବର୍ଷରେ ଚିରବିଦାୟ ନେଲେ ଅଭିନେତା ପ୍ରଦୀପ ରାୱତ

August 5, 2026

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.