Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାର ନୂତନ ଉପଜିଲ୍ଲାପାଳ ଭାବେ ଯୋଗ ଦେଲେ ଯୁବ ଆଇଏଏସ ଅଧିକାରୀ ଗୌରବ ଶିବାଜୀ
ଆଜିର ଖବର

ଖୋର୍ଦ୍ଧାର ନୂତନ ଉପଜିଲ୍ଲାପାଳ ଭାବେ ଯୋଗ ଦେଲେ ଯୁବ ଆଇଏଏସ ଅଧିକାରୀ ଗୌରବ ଶିବାଜୀ

July 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ନୂତନ ଉପଜିଲ୍ଲାପାଳ ରୂପେ ଯୁବ ଆଇଏଏସ ଅଧିକାରୀ ଗୌରବ ଶିବାଜୀ ଇଶାଲୱର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀ ଈଶାଲୱର ୨୦୧୯ ବ୍ୟାଚର ଓଡିଶା କ୍ୟାଡର ଆଇଏଏସ ଅଧିକାରୀ। ନିକଟରେ ଉକ୍ତ ଅଧିକାରୀଙ୍କ ଦ୍ଵିତୀୟ ଫେଜ ଟ୍ରେନିଂ ସରିବା ପରେ ରାଜ୍ୟ ସରକାର ଶ୍ରୀ ଈଶାଲୱାରଙ୍କୁ ଖୋର୍ଦ୍ଧା ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି।

ତେବେ ଗତକାଲି ଶ୍ରୀ ଇଶାଲୱର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଦୀର୍ଘ ବର୍ଷ ପରେ ଖୋର୍ଦ୍ଧା ପରି ଗୁରୁତ୍ୱପୂର୍ଣ୍ଣ ଜିଲ୍ଲାରେ ଜଣେ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି।

ସୂଚନା ଥାଉକି ଖୋର୍ଦ୍ଧା ଜିଲ୍ଲାର ପୂର୍ବତନ ଉପଜିଲ୍ଲାପାଳ ଅଶୋକ ବେହୁରିଆଙ୍କ ଯାଜପୁର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ପଦୋନ୍ନତି ହୋଇଥିଲା। ଫଳରେ ତାଙ୍କ ସ୍ଥାନରେ ଶ୍ରୀ ଇଶାଲୱରଙ୍କୁ ଖୋର୍ଦ୍ଧା ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିଲା।

ଆଇଏଏସ ଅଧିକାରୀ ଉପଜିଲ୍ଲାପାଳ ଖୋର୍ଦ୍ଧା ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026

WTC ଫାଇନାଲରୁ ବାଦ ପଡିଲା ପାକିସ୍ତାନ: ଜାଣନ୍ତୁ ଭାରତର ସ୍ଥିତି

July 29, 2026
Latest News

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026

WTC ଫାଇନାଲରୁ ବାଦ ପଡିଲା ପାକିସ୍ତାନ: ଜାଣନ୍ତୁ ଭାରତର ସ୍ଥିତି

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.