Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀବନରେ ଶ୍ରେଷ୍ଠତା କିପରି ଏବଂ କେଉଁଠି ମିଳେ ସେ ନେଇ କଣ କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ
ଆଜିର ଖବର

ଜୀବନରେ ଶ୍ରେଷ୍ଠତା କିପରି ଏବଂ କେଉଁଠି ମିଳେ ସେ ନେଇ କଣ କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ

July 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ଶ୍ରେଷ୍ଠତା କଣ ଏବଂ ଏହା କିପରି କରାଯାଏ ସେ ସଂପର୍କରେ ଅବଗତ କରାଇଛନ୍ତି। ସେଥିପାଇଁ ସେ ପାଞ୍ଚୋଟି ପ୍ରସଂଗକୁ ଉତଥାପନ କରିଛନ୍ତି। ସେଗୁଡିକ ହେଲା

ଅଭ୍ୟାସରୁ ବିଦ୍ୟାର ଶ୍ରେଷ୍ଠତା– ସାଧାରଣତଃ ବିଦ୍ୟା ଅଧ୍ୟୟନ କରିଦେଲେ ଯେ ସବୁକିଛି ହୋଇଗଲା ତାହା ନୁହେଁ। ଯେ ପର୍ଯ୍ୟନ୍ତ ପଢିଥିବା ପାଠକୁ ଅଭ୍ୟାସ ନ କରିଛନ୍ତି ସେ ପର୍ଯ୍ୟନ୍ତ ବିଦ୍ୟାର ଶ୍ରେଷ୍ଠତା ପ୍ରତିପାଦନ କରାଯାଇପାରିବ ନାହିଁ। ଆଉ ଶ୍ରେଷ୍ଠତା ଜାଣିବା ପରେ ତାହାକୁ ବିଭିନ୍ନ କାର୍ଯ୍ୟରେ ବିନିଯୋଗ କରାଯାଇପାରିବ।

ଆଚରଣରୁ ବଂଶର ଶ୍ରେଷ୍ଠତା– ମଣିଷ ଆଚରଣରୁ ତାହାର ବଂଶର ଶ୍ରେଷ୍ଠତା ବିଷୟରେ ଜାଣିହେବ ବୋଲି ଚାଣକ୍ୟ କହିଛନ୍ତି। ଯଦି କୌଣସି ବ୍ୟକ୍ତିଙ୍କର ଆଚରଣରେ ଖରାପ ପରିଲକ୍ଷିତ ହୁଏ, ତେବେ ଭାବି ନେବ ଯେ ଏହାଙ୍କ ବଂଶ ପରଂପରା ଭଲ ନୁହେଁ।

ଗୁଣାବଳୀରୁ ମାନବିକତା– ମଣିଷ ସହିତ ଚାଳିଚଳନ କରିବା ପରେ ତାହାର ଗୁଣ କଣ ଅନ୍ୟମାନେ ଜାଣିପାରିବେ। ଆଉ ଏହି ଗୁଣ ବିଷୟରେ ଅବଗତ ହେବା ପରେ ତାହାର ମାନବିକତାର ଶ୍ରେଷ୍ଠତା କେତେ ମାପି ହେବ।

ଚାହାଣୀରୁ କ୍ରୋଧ– ମଣିଷର ଚାହାଣୀରୁ କେତେ କ୍ରୋଧ ରହିଛି ତାହା ଜଣାପଡିବ ବୋଲି ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଅଂଶୁଘାତ ମୃତ୍ୟୁ ସଂଖ୍ୟା ୩ ଛୁଇଁଲା

May 23, 2026

ବଦଳିଲା ଓଟିଇଟି ତାରିଖ

May 22, 2026

୬ ମାସ ପାଇଁ ଶକ୍ତି କ୍ଷେତ୍ରରେ ଏସମା ଲାଗୁ

May 22, 2026

ନଗରପାଳଙ୍କ ଘର ଉପରକୁ ବୋମାମାଡ, ପୋଲିସ ତଦନ୍ତ ଜାରି

May 22, 2026
Latest News

ଅଂଶୁଘାତ ମୃତ୍ୟୁ ସଂଖ୍ୟା ୩ ଛୁଇଁଲା

May 23, 2026

ବଦଳିଲା ଓଟିଇଟି ତାରିଖ

May 22, 2026

୬ ମାସ ପାଇଁ ଶକ୍ତି କ୍ଷେତ୍ରରେ ଏସମା ଲାଗୁ

May 22, 2026

ନଗରପାଳଙ୍କ ଘର ଉପରକୁ ବୋମାମାଡ, ପୋଲିସ ତଦନ୍ତ ଜାରି

May 22, 2026

ପୁରୁଣାଗଡ଼ରୁ ମିଳିଲା ଓଡ଼ିଶାର ହଜିଲା ସଭ୍ୟତାର ସନ୍ଧାନ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.