Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୩୩୪  ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୩୩୪  ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

July 10, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୨ ହଜାର ୩୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୯୯୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ ହଜାର ୪୭୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬ ହଜାର ୫୧୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୬ ହଜାର ୩୬୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୫୩୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୨ ହଜାର ୩୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୮୦ ଜଣ, କଟକ ଜିଲ୍ଲାରୁ ୩୭୧ ଜଣ, ଅନୁଗୁଳ ଜିଲ୍ଲାରୁ ୬୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୬୪ ଜଣ, ବରଗଡ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୧୨୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲାରୁ ୧୩ ଜଣ, ଦେବଗଡ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୧ ଜଣ, ଯାଜପୁର ଜିଲ୍ଲାରୁ ୧୭୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୯ ଜଣ, କନ୍ଧମାଳ ଜିଲ୍ଲାରୁ ୨୯ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୯୬ ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ ଜଣ, କୋରାପୁଟ ଜିଲ୍ଲାରୁ ୧୯ ଜଣ, ମାଲକାନାଗିରି ଜିଲ୍ଲାରୁ ୧୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ ଜଣ, ନୟାଗଡ ଜିଲ୍ଲାରୁ ୯୪ ଜଣ, ନୂଆପଡା ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧୦୬ ଜଣ, ରାୟଗଡା ଜିଲ୍ଲାରୁ ୩୮ ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ ଜଣ, ସୋନପୁର ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୮୭ ଜଣ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମେ ୨୪ ତାରିଖ ରବିବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

May 24, 2026

ମୋହନକୁ ଚିଠି ଲେଖିଲେ ନବୀନ

May 23, 2026

ଟ୍ରିପଲ ମର୍ଡର : ୧୯ ଜଣଙ୍କୁ ଆଜୀବନ

May 23, 2026

ଦୁଇ ଭାଇଙ୍କ ବିରୋଧରେ NSA ଲାଗୁ

May 23, 2026
Latest News

ଆଜି ମେ ୨୪ ତାରିଖ ରବିବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

May 24, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କଲେ ମାର୍କୋ ରୁବିଓ, ଜାଣନ୍ତୁ କଣ ହେଲା ଆଲୋଚନା

May 24, 2026

ମୋହନକୁ ଚିଠି ଲେଖିଲେ ନବୀନ

May 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକା ବିଦେଶ ମନ୍ତ୍ରୀ

May 23, 2026

ଟ୍ରିପଲ ମର୍ଡର : ୧୯ ଜଣଙ୍କୁ ଆଜୀବନ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.