Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୨୮୨  ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୨୮୨  ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

July 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୨ ହଜାର ୨୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୧୫ ଜଣ ଚିହ୍ନଟ ହୋଇଥିବା ବେଳେ ୯୬୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୯ ହଜାର ୭୫୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯ ହଜାର ୬୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫ ହଜାର ୪୬୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୫୩୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୨ ହଜାର ୨୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୯୨ ଜଣ, କଟକ ଜିଲ୍ଲାରୁ ୨୮୯ ଜଣ, ଅନୁଗୁଳ ଜିଲ୍ଲାରୁ ୬୧ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୪୬ ଜଣ, ବରଗଡ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୭୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୯ ଜଣ, ବୌଦ୍ଧ ଜିଲ୍ଲାରୁ ୧୦ ଜଣ, ଦେବଗଡ ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୫ ଜଣ, ଗଜପତି ଜିଲ୍ଲାରୁ ୮ ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ ଜଣ, ଯାଜପୁର ଜିଲ୍ଲାରୁ ୧୧୧ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ ଜଣ, କନ୍ଧମାଳ ଜିଲ୍ଲାରୁ ୨୦ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬୨ ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ ଜଣ, କୋରାପୁଟ ଜିଲ୍ଲାରୁ ୪୦ ଜଣ, ମାଲକାନାଗିରି ଜିଲ୍ଲାରୁ ୩୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୪୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ ଜଣ, ନୟାଗଡ ଜିଲ୍ଲାରୁ ୮୩ ଜଣ, ନୂଆପଡା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧୨୭ ଜଣ, ରାୟଗଡା ଜିଲ୍ଲାରୁ ୧୫ ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ ଜଣ, ସୋନପୁର ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୭ ଜଣ ଏବଂ ଷ୍ଟେଟ ପୁଲରୁ ୧୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.