Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୧୬: ସୁସ୍ଥ ହେଲେ ୩୩୯ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୧୬: ସୁସ୍ଥ ହେଲେ ୩୩୯ କରୋନା ଆକ୍ରାନ୍ତ

July 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୧୬ ଆକ୍ରାନ୍ତଙ୍କ ମଧ୍ୟରୁ ୬୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୪୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ହଜାର ୭୦୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୩୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୨ ହଜାର ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୧୫୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୫୧୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.