Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୭ ହଜାର ୧୫୪ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୭ ହଜାର ୧୫୪ ଆକ୍ରାନ୍ତ

July 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୭ ହଜାର ୧୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୨୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୮ ଲକ୍ଷ ୭୪ ହଜାର ୩୭୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮ ହଜାର ୭୬୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୪ ହଜାର ୭୧୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫୦ ହଜାର ୮୯୯ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

NEET ପେପର ଲିକ୍ ରୋକିବା ପାଇଁ ବଡ଼ ପଦକ୍ଷେପ: ସେନାକୁ ଦିଆଯିବ କି ପ୍ରଶ୍ନପତ୍ର?

May 28, 2026

ନମ୍ବର ୧ ହେଲେ ବୈଭବ ସୂର୍ଯ୍ୟବଂଶୀ: ଅରେଞ୍ଜ କ୍ୟାପ୍ ପାଇଁ ବିରାଟ କୋହଲିଙ୍କ ସମ୍ଭାବନା କେତେ?

May 28, 2026

ବିଜେପି ସଂଗଠନରେ ବଡ଼ ଧରଣର ଅଦଳବଦଳ: ନିଯୁକ୍ତ ହେଲେ ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି

May 28, 2026

BSNL ର ବଡ଼ ଘୋଷଣା: ମାତ୍ର ୫୧ ଟଙ୍କାରେ ମିଳିବ ୨୮ ଦିନ ପାଇଁ ୨ ଜିବି ଡାଟା ଏବଂ ମାଗଣା କଲିଂ

May 28, 2026
Latest News

NEET ପେପର ଲିକ୍ ରୋକିବା ପାଇଁ ବଡ଼ ପଦକ୍ଷେପ: ସେନାକୁ ଦିଆଯିବ କି ପ୍ରଶ୍ନପତ୍ର?

May 28, 2026

ନମ୍ବର ୧ ହେଲେ ବୈଭବ ସୂର୍ଯ୍ୟବଂଶୀ: ଅରେଞ୍ଜ କ୍ୟାପ୍ ପାଇଁ ବିରାଟ କୋହଲିଙ୍କ ସମ୍ଭାବନା କେତେ?

May 28, 2026

ବିଜେପି ସଂଗଠନରେ ବଡ଼ ଧରଣର ଅଦଳବଦଳ: ନିଯୁକ୍ତ ହେଲେ ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି

May 28, 2026

BSNL ର ବଡ଼ ଘୋଷଣା: ମାତ୍ର ୫୧ ଟଙ୍କାରେ ମିଳିବ ୨୮ ଦିନ ପାଇଁ ୨ ଜିବି ଡାଟା ଏବଂ ମାଗଣା କଲିଂ

May 28, 2026

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.