Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୯୩୭ ଆକ୍ରାନ୍ତ: କଟକରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୯୩୭ ଆକ୍ରାନ୍ତ: କଟକରୁ ସର୍ବାଧିକ

July 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨ ହଜାର ୯୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୫୨, କଟକରୁ ୪୬୦, ଯାଜପୁରରୁ ୨୧୫, ବାଲେଶ୍ବରରୁ ୨୦୬, ପୁରୀରୁ ୧୬୦, ଭଦ୍ରକରୁ ୧୫୮, ମୟୂରଭଞ୍ଜରୁ ୧୫୭, ନୟାଗଡରୁ ୧୧୫, ଜଗତସିଂହପୁରରୁ ୧୦୬, ଅନୁଗୁଳରୁ ୮୬, ଢେଙ୍କାନାଳରୁ ୮୪, କୋରାପୁଟରୁ ୭୩, ସୁନ୍ଦରଗଡରୁ ୪୮, ମାଲକାନାଗିରିରୁ ୪୫, କେନ୍ଦୁଝରରୁ ୩୮, ସମ୍ବଲପୁରରୁ ୩୨, ବଲାଙ୍ଗୀରିରୁ ୨୮, ନବରଙ୍ଗପୁରରୁ ୨୪, ରାୟଗଡାରୁ ୨୪, କଳାହାଣ୍ଡିରୁ ୨୧, ଝାରସୁଗୁଡାରୁ ୧୬, ବରଗଡରୁ ୧୫, ସୋନପୁରରୁ ୧୩, କନ୍ଧମାଳରୁ ୧୨, ଦେବଗଡରୁ ୯, ଗଜପତିରୁ ୯, ଗଞ୍ଜାମରୁ ୫, ନୂଆପଡାରୁ ୫, ବୌଦ୍ଧରୁ ୫ ଏବଂ ଷ୍ଟେଟ ପୁଲରୁ ୧୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୧୫ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୧ ହଜାର ୭୪୫ କୁ ବୃଦ୍ଧି ହୋଇଥିବାବେଳେ  ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୧ ହଜାର ୬୩୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୬୬୧ କୁ ବୃଦ୍ଧି ହୋଇଛି।

ଓଡିଶା କଟକରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.