Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୬୪୧ ଆକ୍ରାନ୍ତ: କଟକରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୬୪୧ ଆକ୍ରାନ୍ତ: କଟକରୁ ସର୍ବାଧିକ

July 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨ ହଜାର ୬୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୪୪୨, ଖୋର୍ଦ୍ଧାରୁ ୩୪୨, ବାଲେଶ୍ବରରୁ ୨୩୬, ଯାଜପୁରରୁ ୧୮୮, ମୟୂରଭଞ୍ଜରୁ ୧୮୬, ପୁରୀରୁ ୧୫୦, ଭଦ୍ରକରୁ ୧୨୫, ଜଗତସିଂହପୁରରୁ ୧୧୭, ନୟାଗଡରୁ ୯୨, କେନ୍ଦ୍ରପଡାରୁ ୮୫, ଅନୁଗୁଳରୁ ୮୨, ଝାରସୁଗୁଡାରୁ ୩୦, ରାୟଗଡାରୁ ୨୬, ସମ୍ବଲପୁରରୁ ୨୬, କନ୍ଧମାଳରୁ ୨୨, ବୌଦ୍ଧରୁ ୧୯, ନବରଙ୍ଗପୁରରୁ ୧୫, ସୋନପୁରରୁ ୧୦, ବରଗଡରୁ ୮, ଗଜପତିରୁ ୭, ନୂଆପଡାରୁ ୭, ଦେବଗଡରୁ ୬, ଗଞ୍ଜାମରୁ ୬, ବଲାଙ୍ଗୀରିରୁ ଏବଂ ଷ୍ଟେଟ ପୁଲରୁ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୧୫ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୩ ହଜାର ୬୭୫ କୁ ବୃଦ୍ଧି ହୋଇଥିବାବେଳେ  ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୦ ହଜାର ୮୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୭୨୯ କୁ ବୃଦ୍ଧି ହୋଇଛି।

ଓଡିଶା କଟକରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜନୀତିରେ ଯୋଗଦେବେ କି ସୋନାକ୍ଷୀ ସିହ୍ନା?: ସ୍ପଷ୍ଟ କଲେ ପିତା ଶତ୍ରୁଘ୍ନ ସିହ୍ନା

August 18, 2026

ରାଜ୍ୟପାଳଙ୍କ କାର୍ଯ୍ୟକ୍ରମରେ ଯୋଗଦେଇ ଟାଙ୍ଗି ଅଞ୍ଚଳ ପାଇଁ ଗୌରବ ଆଣିଲେ ଶିକ୍ଷୟିତ୍ରୀ ଲକ୍ଷ୍ମୀପ୍ରିୟା

August 18, 2026

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026
Latest News

ରାଜନୀତିରେ ଯୋଗଦେବେ କି ସୋନାକ୍ଷୀ ସିହ୍ନା?: ସ୍ପଷ୍ଟ କଲେ ପିତା ଶତ୍ରୁଘ୍ନ ସିହ୍ନା

August 18, 2026

ଫାଶୀଦଣ୍ଡର ବିକଳ୍ପ ପଦ୍ଧତିକୁ ଖାରଜ କଲେ ସୁପ୍ରିମ କୋର୍ଟ: କେନ୍ଦ୍ରକୁ ଦେଲେ ଏହି ପରାମର୍ଶ

August 18, 2026

ରାଜ୍ୟପାଳଙ୍କ କାର୍ଯ୍ୟକ୍ରମରେ ଯୋଗଦେଇ ଟାଙ୍ଗି ଅଞ୍ଚଳ ପାଇଁ ଗୌରବ ଆଣିଲେ ଶିକ୍ଷୟିତ୍ରୀ ଲକ୍ଷ୍ମୀପ୍ରିୟା

August 18, 2026

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ପୁଣି ଚର୍ଚ୍ଚାରେ କଂଗ୍ରେସ: ଗୋଆ ବୈଠକରେ ଗାନ କଲେ ଅସମ୍ପୂର୍ଣ୍ଣ ବନ୍ଦେ ମାତରମ୍

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.