Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଓବାଦୀ ଭୟରେ ଚିତ୍ରକୋଣ୍ଡା ଓ ସ୍ବାଭିମାନ ଅଞ୍ଚଳରେ ପୋଲିଂ ଶୂନ
ଆଜିର ଖବର

ମାଓବାଦୀ ଭୟରେ ଚିତ୍ରକୋଣ୍ଡା ଓ ସ୍ବାଭିମାନ ଅଞ୍ଚଳରେ ପୋଲିଂ ଶୂନ

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ଆଜି ୪ଟି ଲୋକସଭା ଓ ତତ୍ ସଲଗ୍ନ ୨୮ ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି। ସକାଳ ସାତଟାରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ଏହା ମଧ୍ୟରେ ରାଜ୍ୟର ଅନେକ ଅଞ୍ଚଳରେ ଇଭିଏମ ଯାନ୍ତ୍ରିକ ତ୍ରୁଟି କାରଣରୁ ମତଦାନ ବାଧା ପ୍ରାପ୍ତ ହୋଇଥିବା ବେଳେ ଅନ୍ୟ କେଉଁଠି ପୋଲିଂ ବୁଥ ଶୂନ ରହିଛି। ଏପରିକି ରାସ୍ତା ନଥିବାରୁ ଲୋକେ ଭୋଟ୍ ବର୍ଜନ କରିଥିବା ଘଟଣା ସାମ୍ନାକୁ ଆସିଛି। ସୂଚନା ମୁତାବକ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ୧୫ଟି ବୁଥରେ ପୋଲିଂ ଶୂନ ରହିଛି। ମାଓବାଦୀଙ୍କ ଭୟରେ କେହି ଭୋଟ୍ ଦେବାକୁ ଆସିନଥିବା କୁହାଯାଉଛି। ଫଳରେ ଜିଲ୍ଲାର ସ୍ଵାଭିମାନ ଅଞ୍ଚଳର କୁନ୍ତୁରପଦରର ୯ଟି ବୁଥ ଏବଂ  ଚିତ୍ରକୋଣ୍ଡାର ଅନ୍ୟ ୬ଟି ବୁଥରେ ପୋଲିଂ ଶୂନ ରହିଛି।

Odisha polling thesmikhsya zero
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Latest News

ଅକ୍ଟୋବର ୧୭ ପର୍ଯ୍ୟନ୍ତ ସାଉଦି ଆରବକୁ ବିମାନସେବା ସ୍ଥଗିତ

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.