Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ବର୍ଷ ବୋଲବମ ଯାତ୍ରା ଉପରେ ଲାଗିଲା କଟକଣା: ଏସଆରସି ଜାରି କଲେ ନିର୍ଦ୍ଦେଶନାମା
ଆଜିର ଖବର

ଚଳିତ ବର୍ଷ ବୋଲବମ ଯାତ୍ରା ଉପରେ ଲାଗିଲା କଟକଣା: ଏସଆରସି ଜାରି କଲେ ନିର୍ଦ୍ଦେଶନାମା

July 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କରୋନା ସଂକ୍ରମଣ ଭୟରେ ଚଳିତ ବର୍ଷ ବୋଲବମ ଯାତ୍ରା ଉପରେ କଟକଣା ଲାଗିଛି। ରାଜ୍ୟସରକାରଙ୍କ ପକ୍ଷରୁ ବୋଲବମ ଯାତ୍ରା ଉପରେ କଟକଣା ଲାଗିଛି। ଗତ ବର୍ଷ ଭଳି ଏଥର ମଧ୍ୟ କୌଣସି ଧାର୍ମିକସ୍ଥଳରୁ କାବାଡିଆମାନେ ଜଳ ଉଠାଇପାରିବେ ନାହିଁ।

ସେହିଭଳି କୌଣସି ଶିବ ମନ୍ଦିରରେ କାଉଡିଆମାନଙ୍କୁ ଜଳାଭିଷେକ ପାଇଁ ବାରଣ କରାଯାଇଛି। ଏନେଇ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ନିର୍ଦ୍ଦେଶନାମା ଜାରି କରିଛନ୍ତି।

ନିର୍ଦ୍ଦେଶନାମା ବୋଲବମ ଯାତ୍ରା ଲାଗିଲା କଟକଣା ସ୍ଵତନ୍ତ୍ର ରିଲିଫ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Latest News

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.