Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୭୪ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୭୪ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

July 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୨ ହଜାର ୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୯୨ ଜଣ ଚିହ୍ନଟ ହୋଇଥିବା ବେଳେ ୮୮୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୧୮ ହଜାର ୪୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨ ହଜାର ୪୯୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୭୨୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୨ ହଜାର ୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୪୩ ଜଣ, କଟକ ଜିଲ୍ଲାରୁ ୨୮୩ ଜଣ, ଅନୁଗୁଳ ଜିଲ୍ଲାରୁ ୫୯ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୧୫ ଜଣ, ବରଗଡ ଜିଲ୍ଲାରୁ ୩୮ ଜଣ, ଭଦ୍ରକ ଜିଲ୍ଲାରୁ ୧୧୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୭ ଜଣ, ବୌଦ୍ଧ ଜିଲ୍ଲାରୁ ୧୨ ଜଣ, ଦେବଗଡ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୧ ଜଣ, ଗଜପତି ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୯୯ ଜଣ, ଯାଜପୁର ଜିଲ୍ଲାରୁ ୧୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୯ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫୮ ଜଣ, କେନ୍ଦୁଝର ଜିଲ୍ଲାରୁ ୪୬ ଜଣ, କୋରାପୁଟ ଜିଲ୍ଲାରୁ ୧୦ ଜଣ, ମାଲକାନାଗିରି ଜିଲ୍ଲାରୁ ୪୭ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୧୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ ଜଣ, ନୟାଗଡ ଜିଲ୍ଲାରୁ ୫୮ ଜଣ, ନୂଆପଡା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୩୩ ଜଣ, ରାୟଗଡା ଜିଲ୍ଲାରୁ ୧୬ ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ ଜଣ, ସୋନପୁର ଜିଲ୍ଲାରୁ ୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫୬ ଜଣ ଏବଂ ଷ୍ଟେଟ ପୁଲରୁ ୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ: ଏଥର ଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ

March 2, 2026

ରେଳ ସୁରକ୍ଷା ବଳର ମହାନିର୍ଦ୍ଦେଶକଙ୍କ ଦ୍ୱାରା ପୂର୍ବତଟ ରେଳପଥର ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକ 

March 2, 2026

ଭାରତଠାରୁ ହାରିବା ପରେ କାର୍ଯ୍ୟାନୁଷ୍ଠାନ ନେଲା ପାକିସ୍ତାନ: ଖେଳାଳିଙ୍କ ଉପରେ ଲଗାଇଲା ୫୦ ଲକ୍ଷ ଜରିମାନା

March 2, 2026

ଏନଏବିଏମ ପରିସରରେ ‘ମାୟା ସାହିତ୍ୟ’ ପକ୍ଷରୁ ସାହିତ୍ୟିକ ଆଲୋଚନା ଚକ୍ର

March 2, 2026
Latest News

ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ: ଏଥର ଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ

March 2, 2026

ରେଳ ସୁରକ୍ଷା ବଳର ମହାନିର୍ଦ୍ଦେଶକଙ୍କ ଦ୍ୱାରା ପୂର୍ବତଟ ରେଳପଥର ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକ 

March 2, 2026

ଭାରତଠାରୁ ହାରିବା ପରେ କାର୍ଯ୍ୟାନୁଷ୍ଠାନ ନେଲା ପାକିସ୍ତାନ: ଖେଳାଳିଙ୍କ ଉପରେ ଲଗାଇଲା ୫୦ ଲକ୍ଷ ଜରିମାନା

March 2, 2026

ଏନଏବିଏମ ପରିସରରେ ‘ମାୟା ସାହିତ୍ୟ’ ପକ୍ଷରୁ ସାହିତ୍ୟିକ ଆଲୋଚନା ଚକ୍ର

March 2, 2026

ପୂର୍ବତଟ ରେଳପଥର “ସେବା ସଂକଳ୍ପ ପ୍ରସ୍ତାବ” ଗ୍ରହଣ

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.