Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାର ୭୯୨ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାର ୭୯୨ ଆକ୍ରାନ୍ତ

July 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୭୯୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୬୨୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୯ ଲକ୍ଷ ୪୬ ହଜାର ୭୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୧ ହଜାର ୪୦୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧ ଲକ୍ଷ ୪ ହଜାର ୭୨୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୩୧ ହଜାର ୩୧୫ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026

ରେଢ଼ାଖୋଲରେ ନାବାଳିକାକୁ ଦୁଷ୍କର୍ମ: ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ

September 5, 2026

ପୁଡୁଚେରୀର ଉନ୍ନତ ସ୍ୱାସ୍ଥ୍ୟସେବାରେ ଡିଜିଟାଲ୍ ଉଦ୍ଭାବନ ସମ୍ପର୍କରେ ଜାଣିଲେ ଓଡିଶା ଗଣମାଧ୍ୟମ ପ୍ରତିନିଧି

September 5, 2026

ରାଶିଫଳ: ଆଜି ସେପ୍ଟେମ୍ବର ୫ ତାରିଖରେ ସାତୋଟି ରାଶିର ଲୋକେ ହେବେ ମାଲେମାଲ

September 5, 2026
Latest News

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026

ରେଢ଼ାଖୋଲରେ ନାବାଳିକାକୁ ଦୁଷ୍କର୍ମ: ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ

September 5, 2026

ପୁଡୁଚେରୀର ଉନ୍ନତ ସ୍ୱାସ୍ଥ୍ୟସେବାରେ ଡିଜିଟାଲ୍ ଉଦ୍ଭାବନ ସମ୍ପର୍କରେ ଜାଣିଲେ ଓଡିଶା ଗଣମାଧ୍ୟମ ପ୍ରତିନିଧି

September 5, 2026

ରାଶିଫଳ: ଆଜି ସେପ୍ଟେମ୍ବର ୫ ତାରିଖରେ ସାତୋଟି ରାଶିର ଲୋକେ ହେବେ ମାଲେମାଲ

September 5, 2026

ବିଷାକ୍ତ ଗ୍ୟାସ ଲିକ୍‌, ୩୭ ମୃତ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.