Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୭୯୪ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୭୯୪ କୁ ବୃଦ୍ଧି

July 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୭୯୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୨୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୬ ଜଣ ଲେଖାଏଁ, ଏବଂ ନବରଙ୍ଗପୁର ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଗଜପତି ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୧୮ ହଜାର ୪୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨ ହଜାର ୪୯୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୭୯୪ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026
Latest News

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.