Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୨୭: ସୁସ୍ଥ ହେଲେ ୨୪୬ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୨୭: ସୁସ୍ଥ ହେଲେ ୨୪୬ କରୋନା ଆକ୍ରାନ୍ତ

July 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୨୭ ଆକ୍ରାନ୍ତଙ୍କ ମଧ୍ୟରୁ ୫୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୭୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ହଜାର ୬୦୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୨୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୨ ହଜାର ୮୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୧୬୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୫୫୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.