Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୮୬୦ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୮୬୦ କୁ ବୃଦ୍ଧି

July 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୮୬୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୨୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ ଲେଖାଏଁ, ବାଲେଶ୍ଵର ଜିଲ୍ଲାରୁ ୮ ଜଣ ଏବଂ ସମ୍ବଲପୁର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀରି, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୨୦ ହଜାର ୬୪୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨ ହଜାର ୨୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୮୬୦ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଫେରାର ହାର୍ଡକୋର ନକ୍ସଲ ଗିରଫ

July 7, 2026

କେନ୍ଦୁଝରରେ ଦୁଃଖଦ ଅଘଟଣ: ମାଛ ଧରିବାକୁ ଯାଇ ନାଳରେ ଭାସିଗଲେ ଯୁବକ

July 7, 2026

ଆଇପିଏଲ ଭଳି ଲିଗ୍ ଆରମ୍ଭ କରିବ ଆଇସିସି!: ମାଷ୍ଟରପ୍ଲାନ୍ ପ୍ରସ୍ତୁତ କଲେ ଜୟ ଶାହ 

July 7, 2026

ଉତ୍ତର ଓଡ଼ିଶା ପାଇଁ ନୂତନ ଟ୍ରେନ୍ ସେବା ଘୋଷଣା

July 7, 2026
Latest News

ଫେରାର ହାର୍ଡକୋର ନକ୍ସଲ ଗିରଫ

July 7, 2026

କେନ୍ଦୁଝରରେ ଦୁଃଖଦ ଅଘଟଣ: ମାଛ ଧରିବାକୁ ଯାଇ ନାଳରେ ଭାସିଗଲେ ଯୁବକ

July 7, 2026

Health Tips: ସକାଳେ ଉଠିବା ମାତ୍ରେ ଫୋନ୍ ଦେଖୁଛନ୍ତି କି? ଜାଣନ୍ତୁ ମସ୍ତିଷ୍କ, ନିଦ ଓ ମାନସିକ ସ୍ୱାସ୍ଥ୍ୟ ଉପରେ କେମିତି ପଡ଼େ ପ୍ରଭାବ

July 7, 2026

ଆଇପିଏଲ ଭଳି ଲିଗ୍ ଆରମ୍ଭ କରିବ ଆଇସିସି!: ମାଷ୍ଟରପ୍ଲାନ୍ ପ୍ରସ୍ତୁତ କଲେ ଜୟ ଶାହ 

July 7, 2026

ଉତ୍ତର ଓଡ଼ିଶା ପାଇଁ ନୂତନ ଟ୍ରେନ୍ ସେବା ଘୋଷଣା

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.