Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୧ ହଜାର ୮୦୬ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୧ ହଜାର ୮୦୬ ଆକ୍ରାନ୍ତ

July 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାର ୮୦୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୮୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୯ ଲକ୍ଷ ୮୭ ହଜାର ୮୮୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୧ ହଜାର ୯୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧ ଲକ୍ଷ ୪୩ ହଜାର ୮୫୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୩୨ ହଜାର ୪୧ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ରୋଚକମୋଡରେ ତାମିଲନାଡୁ ରାଜନୀତି : କେମିତି ହେବ ସରକାର ଗଠନ

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026
Latest News

ରୋଚକମୋଡରେ ତାମିଲନାଡୁ ରାଜନୀତି : କେମିତି ହେବ ସରକାର ଗଠନ

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.