Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୫୬୩ ଆକ୍ରାନ୍ତ: କଟକରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୫୬୩ ଆକ୍ରାନ୍ତ: କଟକରୁ ସର୍ବାଧିକ

July 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨ ହଜାର ୫୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୪୧୮, ଖୋର୍ଦ୍ଧାରୁ ୩୯୨, ଯାଜପୁରରୁ ୨୫୧, ପୁରୀରୁ ୧୬୯, କେନ୍ଦ୍ରପଡାରୁ ୧୬୭, ମୟୂରଭଞ୍ଜରୁ ୧୪୮, ବାଲେଶ୍ବରରୁ ୧୪୭, ଭଦ୍ରକରୁ ୧୧୮, ଜଗତସିଂହପୁରରୁ ୧୦୮, କେନ୍ଦୁଝରରୁ ୯୪, ଢେଙ୍କାନାଳରୁ ୮୦, ନୟାଗଡରୁ ୫୩, ଅନୁଗୁଳରୁ ୬୭, ମାଲକାନାଗିରିରୁ ୩୮, କୋରାପୁଟରୁ ୨୯, କୋରାପୁଟରୁ ୨୯, ରାୟଗଡାରୁ ୨୫, ସୁନ୍ଦରଗଡରୁ ୨୨, ବୌଦ୍ଧରୁ ୨୧, ନବରଙ୍ଗପୁରରୁ ୨୧, ସମ୍ବଲପୁରରୁ ୨୧, କନ୍ଧମାଳରୁ ୧୯, ସୋନପୁରରୁ ୧୫, ବରଗଡରୁ ୧୨, ଝାରସୁଗୁଡାରୁ ୧୦, ଗଞ୍ଜାମରୁ ୯, ଗଜପତିରୁ ୮, ନୂଆପଡାରୁ ୮, ଦେବଗଡରୁ ୭, କଳାହାଣ୍ଡିରୁ ୬, ବଲାଙ୍ଗୀରିରୁ ୪ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୨୩ ହଜାର ୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୨୦ ହଜାର ୬୪୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨ ହଜାର ୨୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୮୬୦ କୁ ବୃଦ୍ଧି ହୋଇଛି।

Odisha recovered ଓଡିଶା କଟକରୁ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ବିଜୟ ସହିତ ଟି-20 ବିଶ୍ୱକପ୍ ଅଭିଯାନ ଆରମ୍ଭ କଲା ଟିମ ଇଣ୍ଡିଆ

June 15, 2026

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026
Latest News

ଏହି ଦଳରେ ମିଶିବେ ୨୦ ବିଦ୍ରୋହୀ ଟିଏମସି ସାଂସଦ: ଏନଡିଏ କୁ କରିବେ ସମର୍ଥନ

June 15, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ବିଜୟ ସହିତ ଟି-20 ବିଶ୍ୱକପ୍ ଅଭିଯାନ ଆରମ୍ଭ କଲା ଟିମ ଇଣ୍ଡିଆ

June 15, 2026

ଆଜି ରଜ ସଂକ୍ରାନ୍ତିରେ ଏହି ସାତୋଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

June 15, 2026

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.