Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୧୧: ସୁସ୍ଥ ହେଲେ ୨୩୫ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୧୧: ସୁସ୍ଥ ହେଲେ ୨୩୫ କରୋନା ଆକ୍ରାନ୍ତ

July 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୮୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୨୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ହଜାର ୧୯୪ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୨୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୩ ହଜାର ୩୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୨୪୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୫୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026
Latest News

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.