Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାର ୭୯ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାର ୭୯ ଆକ୍ରାନ୍ତ

July 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୬୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୦ ଲକ୍ଷ ୬୪ ହଜାର ୯୦୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୩ ହଜାର ୯୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨ ଲକ୍ଷ ୨୨ ହଜାର ୭୯୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୨୪ ହଜାର ୪୨୨ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ମିଳିବ ସମ୍ମାନ ରାଶି: ମୁଖ୍ୟମନ୍ତ୍ରୀଙ୍କ ୫୬ କୋଟି ମଞ୍ଜୁର

October 16, 2026

ଏମ୍ସ ଭୁବନେଶ୍ୱରରେ ଦେଶର ପ୍ରଥମ ‘ସ୍ତନ ସ୍ୱୟଂ-ପରୀକ୍ଷଣ’ ବୁଥ୍‌ ଉଦ୍‌ଘାଟିତ

October 16, 2026

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026
Latest News

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ମିଳିବ ସମ୍ମାନ ରାଶି: ମୁଖ୍ୟମନ୍ତ୍ରୀଙ୍କ ୫୬ କୋଟି ମଞ୍ଜୁର

October 16, 2026

ଏମ୍ସ ଭୁବନେଶ୍ୱରରେ ଦେଶର ପ୍ରଥମ ‘ସ୍ତନ ସ୍ୱୟଂ-ପରୀକ୍ଷଣ’ ବୁଥ୍‌ ଉଦ୍‌ଘାଟିତ

October 16, 2026

ଦିଲ୍ଲୀରେ କଡ଼ା ସୁରକ୍ଷା: ପଦଯାତ୍ରା ପୂର୍ବରୁ ଅଭିଜିତ ଦୀପକେ ଅଟକ

October 16, 2026

ଡୋଭାଲଙ୍କ ସମର୍ଥନରେ ବାହାରିଲେ ପୂର୍ବତନ ସୈନିକ: ରାହୁଲ ଗାନ୍ଧୀଙ୍କ ବିରୋଧରେ ପ୍ରତିବାଦ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.