Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୭୨: ସୁସ୍ଥ ହେଲେ ୨୨୬ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୭୨: ସୁସ୍ଥ ହେଲେ ୨୨୬ କରୋନା ଆକ୍ରାନ୍ତ

July 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୭୨ ଆକ୍ରାନ୍ତଙ୍କ ମଧ୍ୟରୁ ୮୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୮୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ହଜାର ୫୬୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୨୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୩ ହଜାର ୫୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୩୭୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୬୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଏସିଆ କପ୍: ଆଜି ଭାରତ-ବାଂଲାଦେଶ ପ୍ରଥମ ସେମିଫାଇନାଲ

September 10, 2026

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026
Latest News

ମହିଳା ଏସିଆ କପ୍: ଆଜି ଭାରତ-ବାଂଲାଦେଶ ପ୍ରଥମ ସେମିଫାଇନାଲ

September 10, 2026

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.