Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଇଟି ମହାବିଦ୍ୟାଳୟକୁ ଏକକ ବିଶ୍ବବିଦ୍ୟାଳୟ କରାଯାଇଥିବାରୁ ଯୁବ ବିଜେଡ଼ି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ
ଆଜିର ଖବର

ସିଇଟି ମହାବିଦ୍ୟାଳୟକୁ ଏକକ ବିଶ୍ବବିଦ୍ୟାଳୟ କରାଯାଇଥିବାରୁ ଯୁବ ବିଜେଡ଼ି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ

July 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସିଇଟି ମହାବିଦ୍ୟାଳୟକୁ ଏକକ ବିଶ୍ବବିଦ୍ୟାଳୟ କରାଯାଇଥିବାରୁ ଯୁବ ବିଜେଡ଼ି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ

ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଡ଼ିଶା କ୍ୟାବିନେଟରେ ସି.ଇ.ଟି ମହାବିଦ୍ୟାଳୟ କୁ ଏକକ ବିଶ୍ବବିଦ୍ୟାଳୟ ର ସ୍ବତନ୍ତ୍ର ମାନ୍ୟତା ପ୍ରଦାନ ଓଡ଼ିଶା ସରକାରଙ୍କ ଏକ ଐତିହାସିକ ନିଷ୍ପତ୍ତି। ରାଜ୍ୟ ସରକାର ସି.ଇ.ଟି କୁ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ ନାମରେ ଏକ ସ୍ବତନ୍ତ୍ର ବିଶ୍ବବିଦ୍ୟାଳୟ ରୂପେ ପ୍ରତିଷ୍ଠା କରିବେ। ଏହି ନିଷ୍ପତିକୁ ଯୁ ବିଜେଡି ତରଫରୁ ସ୍ବାଗତ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି।

କୋଭିଡ୍ ୧୯ ର ସମସ୍ତ ନିୟମ କୁ ପାଳନ କରି ଅନୁଷ୍ଠିତ ଏହି ଧନ୍ୟବାଦ୍ ପର୍ବ ରେ ବିଜୁ ଯୁବ ଜନତା ଦଳ ର ରାଜ୍ୟ ମହାସଚିବ ଏଲିନା ଦାସ, ଭୁବନେଶ୍ୱର ଜିଲ୍ଲାସଭାପତି ସମରେଶ ବେଉରା,ବରିଷ୍ଠ  ଉପସଭାପତି ଧୃତି ରଞ୍ଜନ ମାର୍ଥା, ଜ୍ୟୋସ୍ନା ମୟୀ ପରିଡ଼ା, ଭୁବନେଶ୍ୱର ଜୋନ୍ ସଭାପତି ବିଜୟ କେତନ ସାହୁ,କଟକ ଜୋନ୍ ସଭାପତି, ଶୁଭ୍ରାଂଶୁ ମିଶ୍ର, ଉପସଭାପତି ସୁନିଲ୍ ପଣ୍ଡା, ସାଧାରଣ ସମ୍ପାଦକ ମଳୟ ରଂଜନ ପତି,ଆଶିଷ ରଂଜନ ମିଶ୍ର,ଶୁଭ୍ରଜିତ ପାଢ଼ୀ, ତାରିଣୀ ପ୍ରସାଦ ନାୟକ, ପାର୍ଥସାରଥୀ ମୂଦୁଲି,ବାଣୀ କଲ୍ୟାଣ ମହାନ୍ତି, ଅବତାରରେ ଆଲାମ, ବାସୁଦେବ ସାହା,ଲଗ୍ନଦୀପା ମିଶ୍ର,ଅପଣ୍ଣା ଦାସ,ଶିବାନୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026
Latest News

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.