Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୨୧୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୨୧୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

July 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୨ ହଜାର ୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ ୯୪୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୨୭ ହଜାର ୯୨୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୧ ହଜାର ୫୪୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୯୨୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୨ ହଜାର ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୮୩ ଜଣ, କଟକ ଜିଲ୍ଲାରୁ ୩୪୮ ଜଣ, ଅନୁଗୁଳ ଜିଲ୍ଲାରୁ ୮୯ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୫୦ ଜଣ, ବରଗଡ ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୭୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୮ ଜଣ, ବୌଦ୍ଧ ଜିଲ୍ଲାରୁ ୧୬ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫୪ ଜଣ, ଗଜପତି ଜିଲ୍ଲାରୁ ୧୭ ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ ଜଣ, ଯାଜପୁର ଜିଲ୍ଲାରୁ ୧୨୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯୫ ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ ଜଣ, କୋରାପୁଟ ଜିଲ୍ଲାରୁ ୧୦ ଜଣ, ମାଲକାନାଗିରି ଜିଲ୍ଲାରୁ ୨୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ୬୯ ଜଣ, ନୂଆପଡା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୮୪ ଜଣ, ରାୟଗଡା ଜିଲ୍ଲାରୁ ୨୯ ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ ଜଣ, ସୋନପୁର ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪୩ ଜଣ ଏବଂ ଷ୍ଟେଟ ପୁଲରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026

ତାମିଲନାଡ଼ୁରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 11, 2026

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026

ସରିଲା ଦୁଇ ମହାଶକ୍ତିଙ୍କ ପ୍ରସିଦ୍ଧ ଭେଟଯାତ୍ରା: ଆଜିଠାରୁ ସପ୍ତମାତାଙ୍କ ଦିବ୍ୟଦର୍ଶନ ଆରମ୍ଭ

October 11, 2026
Latest News

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026

ତାମିଲନାଡ଼ୁରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 11, 2026

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026

ସରିଲା ଦୁଇ ମହାଶକ୍ତିଙ୍କ ପ୍ରସିଦ୍ଧ ଭେଟଯାତ୍ରା: ଆଜିଠାରୁ ସପ୍ତମାତାଙ୍କ ଦିବ୍ୟଦର୍ଶନ ଆରମ୍ଭ

October 11, 2026

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.