Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୧ ହଜାର ୧୫୭ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୧ ହଜାର ୧୫୭ ଆକ୍ରାନ୍ତ

July 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାର ୧୫୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୧୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୧ ଲକ୍ଷ ୬ ହଜାର ୬୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୩ ହଜାର ୬୦୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨ ଲକ୍ଷ ୬୯ ହଜାର ୭୯୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୨୨ ହଜାର ୬୬୦ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ ରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: CBSE ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କ ହେଲା ବଦଳି

June 2, 2026

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026
Latest News

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: CBSE ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କ ହେଲା ବଦଳି

June 2, 2026

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.