Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା: ଏକ ପାଖିଆ ପ୍ରେମର କରୁଣ ପରିଣତି, ବିଫଳ ହେବାରୁ ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା
ଆଜିର ଖବର

ଚିଲିକା: ଏକ ପାଖିଆ ପ୍ରେମର କରୁଣ ପରିଣତି, ବିଫଳ ହେବାରୁ ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା

July 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ପ୍ରେମରେ ବିଫଳ ହେବାରୁ ବିଷ ପିଇ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।

ସୂଚନା ଅନୁଯାୟୀ, ଟାଙ୍ଗୀ ଥାନା ସୋରଣ ଚିଆଙ୍ଗ ସାହିର ଆଲୋକ ବେହେରା ଜଣେ ଯୁବତୀଙ୍କୁ ଏକପାଖିଆ ପ୍ରେମ କରି ବସିଥିଲେ। ହେଲେ ଯୁବତୀ ଜଣଙ୍କୁ ଆଲୋକ ଏକ ପାଖିଆ ପ୍ରେମ ନିବେଦନ କରି ହତାଶ ହେବା ପରେ ଗତ କାଲି ସଂଧ୍ୟ୍ୟାରେ ନିଜ ଘରେ ବିଷ ପିଇ ଦେଇଥିଲେ।

ତେବେ ଆଲୋକ ଗୁରୁତର ହେବାରୁ ପରିବାର ଲୋକେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଟାଙ୍ଗୀ ପୋଲିସ୍ ଶବ ଜବତ କରି ୯/୨୧ରେ ଏକ ଅପମୃତ୍ୟ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଦେଇଛି। ଏନେଇ ଟାଙ୍ଗୀ ଥାନାଧିକାରୀ ବିଜୟ କୁମାର ମଲ୍ଲିକ ସୂଚନା ଦେଇଛନ୍ତି।

ଚିଲିକା ଟାଙ୍ଗୀ ପୋଲିସ୍ ପ୍ରେମରେ ବିଫଳ ସୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ମଧ୍ୟ ବିରୋଧ!: ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ, ଆଠ ମୃତ

March 1, 2026

ଖାମେନେଇଙ୍କ ମୃତ୍ୟୁକୁ ନେଇ କାଶ୍ମୀରରେ ଉତ୍ତେଜନା: ଲାଲ ଚୌକରେ ସମର୍ଥକଙ୍କ ପ୍ରତିବାଦ

March 1, 2026
Latest News

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026

ଆଜି ସେମିଫାଇନାଲ ପାଇଁ ମହା ଲଢେଇ: ଜାଣନ୍ତୁ ଭାରତ ବନାମ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କାହାର ପଲ୍ଲା ଭାରି?

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ମଧ୍ୟ ବିରୋଧ!: ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ, ଆଠ ମୃତ

March 1, 2026

ଖାମେନେଇଙ୍କ ମୃତ୍ୟୁକୁ ନେଇ କାଶ୍ମୀରରେ ଉତ୍ତେଜନା: ଲାଲ ଚୌକରେ ସମର୍ଥକଙ୍କ ପ୍ରତିବାଦ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.