Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୬୪୮ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୬୪୮ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

July 19, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୬୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୫୫ ଜଣ ଚିହ୍ନଟ ହୋଇଥିବା ବେଳେ ୬୯୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୫ ହଜାର ୯୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୩୦ ହଜାର ୪୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୧ ହଜାର ୫୪୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫୦୫୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧ ହଜାର ୬୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଟକ ଜିଲ୍ଲାରୁ ୩୩୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୦ ଜଣ, ଅନୁଗୁଳ ଜିଲ୍ଲାରୁ ୮୯ ଜଣ, ବାଲେଶ୍ଵର ଜିଲ୍ଲାରୁ ୮୩ ଜଣ, ବରଗଡ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୭୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧ ଜଣ, ବୌଦ୍ଧ ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫୪ ଜଣ, ଗଜପତି ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୨ ଜଣ, ଯାଜପୁର ଜିଲ୍ଲାରୁ ୧୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫୦ ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ ଜଣ, କୋରାପୁଟ ଜିଲ୍ଲାରୁ ୬ ଜଣ, ମାଲକାନାଗିରି ଜିଲ୍ଲାରୁ ୩୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୭୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ ଜଣ, ନୟାଗଡ ଜିଲ୍ଲାରୁ ୭୩ ଜଣ, ନୂଆପଡା ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୬୭ ଜଣ, ରାୟଗଡା ଜିଲ୍ଲାରୁ ୨୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ ଜଣ, ସୋନପୁର ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩୩ ଜଣ ଏବଂ ଷ୍ଟେଟ ପୁଲରୁ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.