Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାର ୧୬୪ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାର ୧୬୪ ଆକ୍ରାନ୍ତ

July 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୧୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪୯୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୧ ଲକ୍ଷ ୪୪ ହଜାର ୨୨୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୪ ହଜାର ୧୦୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩ ଲକ୍ଷ ୮ ହଜାର ୪୫୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୨୧ ହଜାର ୬୬୫ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ ସଂଖ୍ୟା କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଉପ-କାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ: ପରିବାର ଲୋକଙ୍କ ତଦନ୍ତ ଦାବି

September 6, 2026

ସବୁ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି: ସୋଆ ଉପସଭାପତି

September 6, 2026

ଅରୁଣାଚଳ ପ୍ରଦେଶରେ ଭାରତ-ଚୀନ କର୍ପସ କମାଣ୍ଡରଙ୍କ ପ୍ରଥମ ବଡ଼ ବୈଠକ: ଜାଣନ୍ତୁ ପ୍ରସଙ୍ଗ

September 6, 2026

ଅବତରଣ ପୂର୍ବରୁ ରନୱେରେ ବିମାନ ଦୁର୍ଘଟଣାଗ୍ରସ୍ତ: ଦୁଇଜଣଙ୍କ ମୃତ୍ୟୁ

September 6, 2026
Latest News

ଉପ-କାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ: ପରିବାର ଲୋକଙ୍କ ତଦନ୍ତ ଦାବି

September 6, 2026

ସବୁ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି: ସୋଆ ଉପସଭାପତି

September 6, 2026

ଅରୁଣାଚଳ ପ୍ରଦେଶରେ ଭାରତ-ଚୀନ କର୍ପସ କମାଣ୍ଡରଙ୍କ ପ୍ରଥମ ବଡ଼ ବୈଠକ: ଜାଣନ୍ତୁ ପ୍ରସଙ୍ଗ

September 6, 2026

ଅବତରଣ ପୂର୍ବରୁ ରନୱେରେ ବିମାନ ଦୁର୍ଘଟଣାଗ୍ରସ୍ତ: ଦୁଇଜଣଙ୍କ ମୃତ୍ୟୁ

September 6, 2026

ମଧ୍ୟପ୍ରଦେଶରେ ବିଷାକ୍ତ ମଦ ପିଇ ୯ ଜଣଙ୍କ ମୃତ୍ୟୁ: କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.