Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳିତ, ପଛୁଆ ଏବଂ ମହିଳାଙ୍କୁ ମନ୍ତ୍ରୀ ଭାବେ ନିଯୁକ୍ତିକୁ ହଜମ କରି ପାରୁନାହାନ୍ତି ବିରୋଧୀ: ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ଦଳିତ, ପଛୁଆ ଏବଂ ମହିଳାଙ୍କୁ ମନ୍ତ୍ରୀ ଭାବେ ନିଯୁକ୍ତିକୁ ହଜମ କରି ପାରୁନାହାନ୍ତି ବିରୋଧୀ: ପ୍ରଧାନମନ୍ତ୍ରୀ ମୋଦୀ

July 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଲୋକସଭାରେ ମୌସୁମୀ ଅଧିବେଶନର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରୋଧୀଦଳର ଅସନ୍ତୋଷ ତଥା ସ୍ଲୋଗାନ ମଧ୍ୟରେ ମନ୍ତ୍ରୀ ପରିଷଦରେ ନୂତନ ଭାବେ ନିଯୁକ୍ତ ମନ୍ତ୍ରୀମାନଙ୍କୁ ପରିଚିତ କରାଇଥିଲେ। ଏହି ଉତ୍ତେଜନାକୁ ନେଇ ପ୍ରଧାନମନ୍ତ୍ରୀ ବିରୋଧୀ ଦଳମାନଙ୍କୁ ଟାର୍ଗେଟ କରିଥିଲେ।

ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ବହୁ ସଂଖ୍ୟାରେ ଦଳିତ-ପଛୁଆ ବର୍ଗ (ଏସସି ଏସଟି, ଓବିସି ମନ୍ତ୍ରୀ) ଏବଂ ମହିଳାମାନେ ମନ୍ତ୍ରୀ ହେବା କିଛି ଲୋକେ ପସନ୍ଦ କରନ୍ତି ନାହିଁ। ଏହି ମାସରେ ପ୍ରଧାନମନ୍ତ୍ରୀ ତାଙ୍କ କ୍ୟାବିନେଟରେ ୩୬ ଜଣ ନୂତନ ମନ୍ତ୍ରୀଙ୍କୁ ସ୍ଥାନ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ ଆହୁରି କହିଛନ୍ତି ଯେ, ଆଜି ଦଳିତ ଭାଇମାନେ ମନ୍ତ୍ରୀ ହୋଇଛନ୍ତି। ଆଦିବାସୀ ସମ୍ପ୍ରଦାୟର ଅନେକ ସାଥୀ ମନ୍ତ୍ରୀ ହୋଇଛନ୍ତି, ଏଥିପାଇଁ ଗୃହର ସମସ୍ତ ସଦସ୍ୟ ଖୁସି ହେବା କଥା। ଏଥର ବହୁ କୃଷକ ପରିବାର ଏବଂ ଗ୍ରାମାଞ୍ଚଳ, ସାମାଜିକ, ଅର୍ଥନୈତିକ ପଛୁଆ ବର୍ଗର ଲୋକମାନେ ମନ୍ତ୍ରୀ ପରିଷଦରେ ସ୍ଥାନ ପାଇଛନ୍ତି। ତେଣୁ ଟେବୁଲକୁ ବାଡେଇ ତାଙ୍କୁ ସମ୍ମାନିତ କରାଯିବା କଥା।

କିନ୍ତୁ ସେମାନଙ୍କୁ ପରିଚିତ କରାଇବା ସମୟରେ ବାଧା ସୃଷ୍ଟି କରାଗଲା। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ବହୁ ସଂଖ୍ୟକ ମହିଳା, ଦଳିତଙ୍କ ନେତା, ଗରିବ, ପଛୁଆ ଏବଂ କୃଷକ ମନ୍ତ୍ରୀ ହୋଇଛନ୍ତି। ହେଲେ ଏହାକୁ ବିରୋଧୀ ଦଳ ହଜମ କରୁନାହାଁନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୌସୁମୀ ଅଧିବେଶନ ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Latest News

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.