Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୮୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୮୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

July 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୨ ହଜାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୮୮୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୮ ହଜାର ୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୩୨ ହଜାର ୬୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୦ ହଜାର ୧୬୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫୧୧୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୨ ହଜାର ୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୨୮ ଜଣ, କଟକ ଜିଲ୍ଲାରୁ ୨୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୭୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୧୩ ଜଣ, ବରଗଡ ଜିଲ୍ଲାରୁ ୧୫ ଜଣ, ଭଦ୍ରକ ଜିଲ୍ଲାରୁ ୧୭୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୧ ଜଣ, ଗଜପତି ଜିଲ୍ଲାରୁ ୧୯ ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୮ ଜଣ, ଯାଜପୁର ଜିଲ୍ଲାରୁ ୧୩୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯୪ ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ ଜଣ, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମାଲକାନାଗିରି ଜିଲ୍ଲାରୁ ୧୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ ଜଣ, ନୟାଗଡ ଜିଲ୍ଲାରୁ ୬୦ ଜଣ, ନୂଆପଡା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୧୦୬ ଜଣ, ରାୟଗଡା ଜିଲ୍ଲାରୁ ୧୪ ଜଣ, ସମ୍ବଲପୁର ଜିଲ୍ଲାରୁ ୩୬ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୫ ଜଣ ଏବଂ ଷ୍ଟେଟ ପୁଲରୁ ୧୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ନିର୍ମାଣ ହେବ ଜନାଶ୍ରୟ ଭବନ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ତଦାରଖ

June 10, 2026

ଗ୍ରାମୀଣ ବିକାଶ ପ୍ୟାକେଜ ପାଇଁ ୧.୨୫ ଲକ୍ଷ କୋଟି: ଜୁଲାଇ ୧ ରୁ କାର୍ଯ୍ୟକାରୀ ହେବ ନୂତନ ଢାଞ୍ଚା

June 10, 2026

ଓଡିଶା-ଛତିଶଗଡ ସୀମାରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଏବଂ ବିସ୍ପୋରକ ସାମଗ୍ରୀ ଜବତ

June 10, 2026

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026
Latest News

ଭୁବନେଶ୍ବରରେ ନିର୍ମାଣ ହେବ ଜନାଶ୍ରୟ ଭବନ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ତଦାରଖ

June 10, 2026

ଭାରତର ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେଲେ ମୋଦୀ: ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

June 10, 2026

ଲ୍ୟାଣ୍ଡ ପୋର୍ଟ ମ୍ୟାନେଜମେଣ୍ଟ ସିଷ୍ଟମକୁ ଉଦଘାଟନ କଲେ ଅମିତ ଶାହ

June 10, 2026

ଗ୍ରାମୀଣ ବିକାଶ ପ୍ୟାକେଜ ପାଇଁ ୧.୨୫ ଲକ୍ଷ କୋଟି: ଜୁଲାଇ ୧ ରୁ କାର୍ଯ୍ୟକାରୀ ହେବ ନୂତନ ଢାଞ୍ଚା

June 10, 2026

ଓଡିଶା-ଛତିଶଗଡ ସୀମାରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଏବଂ ବିସ୍ପୋରକ ସାମଗ୍ରୀ ଜବତ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.