Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RathJatra»ତିନିଠାକୁରଙ୍କୁ ଅପେକ୍ଷା କରିଛନ୍ତି ମାଉସୀମା, ବାଟରେ ଖୁଆଇବେ ପୋଡପିଠା
RathJatra

ତିନିଠାକୁରଙ୍କୁ ଅପେକ୍ଷା କରିଛନ୍ତି ମାଉସୀମା, ବାଟରେ ଖୁଆଇବେ ପୋଡପିଠା

July 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ତିନିଠାକୁରଙ୍କୁ ଅପେକ୍ଷା କରିଛନ୍ତି ମାଉସୀମା, ବାଟରେ ଖୁଆଇବେ ପୋଡପିଠା

ପୁରୀ, ବାହୁଡା ଯାତ୍ରାର ଏକ ଅନନ୍ୟ ପରଂପରା ହେଉଛି ତିନିଠାକୁରଙ୍କ ମାଉସୀମା ମନ୍ଦିରରେ ପୋଡପିଠା ଖିଆ। ଏହି ପରଂପରା କାହିଁ କେଉଁ କାଳରୁ ପ୍ରଚଳିତ ହୋଇ ଆସୁଛି। ତିନିଠାକୁର ଗୁଣ୍ଡିଚା ମନ୍ଦିରରୁ ଆଗପଛ ହୋଇ ବାହାରିବା ପରେ ବାଟରେ ଏହି ପୋଡପିଠା ଭୋଗ କରାଯାଇଥାଏ।

ଶ୍ରୀମନ୍ଦିର ପୂର୍ବରୁ ବଡଦାଣ୍ଡ ଉପରେ ରହିଛି ଏକ ଛୋଟିଆ ମନ୍ଦିର ଯାହାର ନାମ ହେଉଛି ମାଉସୀମା ମନ୍ଦିର। ପ୍ରତି ବର୍ଷ ଏହି ମନ୍ଦିରର ପୂଜକ ବାହୁଡା ଦିନ ତିନି ଠାକୁରଙ୍କ ପାଇଁ ଓଡିଆ ଘରର ସୁସ୍ବାଦୁ ପୋଡପିଠା ପ୍ରସ୍ତୁତ କରି ଭୋଗ କରିଥାନ୍ତି। ଏହା ହେଉଛି ମାଉସୀ ଆଉ ପୁତୁରା ଝିଆରିଙ୍କ ମଧ୍ୟରେ ଥିବା ଅନାବିଳ ସଂପର୍କରେ ଏକ ପୌରାଣିକ ନିଦର୍ଶନ।

ପୋଡପିଠା ବାହୁଡା ଯାତ୍ରା ମାଉସୀମା ମନ୍ଦିରର ପୋଡପିଠା ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026

ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନର ନେତୃତ୍ୱ ନେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ

October 4, 2026
Latest News

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପାକ୍ ଆତଙ୍କବାଦୀଙ୍କ ସହ ବେଆଇନ ଅସ୍ତ୍ର କାରବାର ଅଭିଯୋଗରେ କର୍ଣ୍ଣାଟକ ଯୁବକ ଗିରଫ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.