Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RathJatra»ନିର୍ଦ୍ଧାରିତ ସମୟର ଢେର ପୂର୍ବରୁ ଆରମ୍ଭ ହେଲା ରଥ ଟଣା, କିଛି ସମୟ ପରେ ସିଂହଦ୍ବାରରେ ପହଁଞ୍ଚିବ ରଥ
RathJatra

ନିର୍ଦ୍ଧାରିତ ସମୟର ଢେର ପୂର୍ବରୁ ଆରମ୍ଭ ହେଲା ରଥ ଟଣା, କିଛି ସମୟ ପରେ ସିଂହଦ୍ବାରରେ ପହଁଞ୍ଚିବ ରଥ

July 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ଦ୍ଧାରିତ ସମୟର ଢେର ପୂର୍ବରୁ ଆରମ୍ଭ ହେଲା ରଥ ଟଣା, କିଛି ସମୟ ପରେ ସିଂହଦ୍ବାରରେ ପହଁଞ୍ଚିବ ରଥ

ପୁରୀ, ମନ୍ଦିର ପ୍ରଶାସନ ଜାରି କରିଥିବା ସମୟ ନିର୍ଘଣ୍ଟର ବହୁ ପୂର୍ବରୁ ବାହୁଡା ରଥ ଟଣା ଆରମ୍ଭ ହୋଇଯାଇଛି। ନିର୍ଦ୍ଧାରିତ ସମୟ ଅନୁସାରେ ଅଜି ଅପରାହ୍ନ 4 ଟାରେ ରଥଟଣା ହୋଇଥାଆନ୍ତା। ହେଲେ ଏହାର ଯଥେଷ୍ଠ ପୂର୍ବରୁ ଅର୍ଥାତ ଅପରାହ୍ନ ଗୋଟିଏ ବେଳକୁ ରଥଟଣା ଆରମ୍ଭ ହୋଇଯାଇଛି।

ବିଧି ମୁତାବିକ ଆଜି ଗଜପତି ଦିବ୍ୟସିଂହ ଦେବ ଛେରାପହଁରା କରିବା ପରେ ଚାରମାଳ ଫିଟା ଆରମ୍ଭ ହୋଇଥିଲା। ଏହାପରେ ରଥଟଣା କାର୍ଯ୍ୟ ଆରମ୍ଭ କରାଯାଇଥିଲା। ବର୍ତ୍ତମାନ ନୀତି ଅନୁସାରେ ଅପରାହ୍ନ 4ଟା ପୂର୍ବରୁ ତିନି ରଥ ଶ୍ରୀମନ୍ଦିରରେ ଲାଗିଯିବାର ସମ୍ଭାବନା ରହିଛି।

BahudaYatra Puri ପୁରୀ ବାହୁଡା ଯାତ୍ରା ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026
Latest News

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.