Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RathJatra»ଆଜି ଶ୍ରୀଜିୟୁଙ୍କର ସୁନାବେଶ, ସେହି କଟକଣା ଭିତରେ ବିରଳ ବେଶ ଧାରଣ କରିବେ ମହାପ୍ରଭୃ
RathJatra

ଆଜି ଶ୍ରୀଜିୟୁଙ୍କର ସୁନାବେଶ, ସେହି କଟକଣା ଭିତରେ ବିରଳ ବେଶ ଧାରଣ କରିବେ ମହାପ୍ରଭୃ

July 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଶ୍ରୀଜିୟୁଙ୍କର ସୁନା ବେଶ, ସେହି କଟକଣା ଭିତରେ ବିରଳ ବେଶ ଧାରଣ କରିବେ ପ୍ରଭୃ

ପୁରୀ, ଆଜି ଶ୍ରୀଜିୟୁଙ୍କର ସୁନାବେଶ ଅନୁଷ୍ଠିତ ହେବ। ରଥଯାତ୍ରା ଏବଂ ବାହୁଡା ପରି ସୁନାବେଶ ମଧ୍ୟ ସେହି  କଟକଣା ଭିତରେ ହେବ। ଏଥିପାଇଁ ସୋମବାରଠାରୁ ପୁରୀରେ କର୍ଫୁଲାଗୁ କରାଯାଇଛି। ଏହି କର୍ଫ୍ୟୁ ବୁଧବାର ରାତି ପର୍ଯ୍ୟନ୍ତ ବଳବତ୍ତର ରହିଛି। ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଠାକୁରଙ୍କ ସୁନାବେଶ ସମୟ ନିର୍ଘଣ୍ଟ ଜାରୀ କରିଛନ୍ତି। ସେହି ଅନୁସାରେ

ମଧ୍ୟାହ୍ନ ଧୂପ- ଦିନ ୨ଟାରୁ ୩ଟା ପର୍ଯ୍ୟନ୍ତ

ମଇଲମ- ଅପରାହ୍ନ ୩ଟା ୩୦

ସୁନାବେଶ- ଅପରାହ୍ନ ୪ଟାରୁ ୫ଟା ୩୦ ପର୍ଯ୍ୟନ୍ତ ଚାଲିବ

ବାହୁଡାଯାତ୍ରା ରଥଯାତ୍ରା ସୁନାବେଶ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026
Latest News

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.