Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୯୨୭ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୯୨୭ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

July 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୧୫ ଜଣ ଚିହ୍ନଟ ହୋଇଥିବା ବେଳେ ୮୧୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୯ ହଜାର ୯୮୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୩୫ ହଜାର ୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୯ ହଜାର ୬୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫୧୭୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧ ହଜାର ୯୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୯୮ ଜଣ, କଟକ ଜିଲ୍ଲାରୁ ୨୪୮ ଜଣ, ଅନୁଗୁଳ ଜିଲ୍ଲାରୁ ୫୫ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୧୧ ଜଣ, ବରଗଡ ଜିଲ୍ଲାରୁ ୨୭ ଜଣ, ଭଦ୍ରକ ଜିଲ୍ଲାରୁ ୧୯ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୧ ଜଣ, ବୌଦ୍ଧ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୫ ଜଣ, ଗଜପତି ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୯୩ ଜଣ, ଯାଜପୁର ଜିଲ୍ଲାରୁ ୧୨୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୧୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୭୩ ଜଣ, କେନ୍ଦୁଝର ଜିଲ୍ଲାରୁ ୩୨ ଜଣ, କୋରାପୁଟ ଜିଲ୍ଲାରୁ ୮ ଜଣ, ମାଲକାନାଗିରି ଜିଲ୍ଲାରୁ ୧୮ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ ଜଣ, ନୟାଗଡ ଜିଲ୍ଲାରୁ ୬୪ ଜଣ, ନୂଆପଡା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୧୦୩ ଜଣ, ରାୟଗଡା ଜିଲ୍ଲାରୁ ୨୨ ଜଣ, ସମ୍ବଲପୁର ଜିଲ୍ଲାରୁ ୩୩ ଜଣ, ସୋନପୁର ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩୮ ଜଣ ଏବଂ ଷ୍ଟେଟ ପୁଲରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.