Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୩୦୮ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୩୦୮ କୁ ବୃଦ୍ଧି

July 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୩୦୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୨୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ ଜିଲ୍ଲାରୁ ୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ ଜଣ, ଅନୁଗୁଳ, ପୁରୀ, ରାୟଗଡା ଜିଲ୍ଲାରୁ ୫ ଜଣ ଲେଖାଏଁ ଏବଂ ଢେଙ୍କାନାଳ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କନ୍ଧମାଳ, ମୟୂରାଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, କେନ୍ଦ୍ରାପଡା ଓ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୧ ହଜାର ୯୩୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୩୬ ହଜାର ୯୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୯ ହଜାର ୬୨୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୩୦୮ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେବେ ଏହି ଦଳର ୧୬ କାଉନସିଲର 

July 10, 2026

ଦେଶର ଭବିଷ୍ୟତ ଯୁବ ବୈଜ୍ଞାନିକମାନଙ୍କ ଉପରେ ନିର୍ଭରଶୀଳ: ଧର୍ମେନ୍ଦ୍ର ପ୍ରଧାନ

July 10, 2026

ଅଷ୍ଟ୍ରେଲିଆରେ ଭାରତୀୟ ପ୍ରବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 10, 2026

ବିସ୍ତୃତ ରାଶିଫଳ: ଆଜି ଜୁଲାଇ ୧୦ ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶି ପାଇଁ ଅଛି ଶୁଭ ଖବର

July 10, 2026
Latest News

ଦିଲ୍ଲୀରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେବେ ଏହି ଦଳର ୧୬ କାଉନସିଲର 

July 10, 2026

ସୀମାନ୍ତ ଜିଲ୍ଲା ପୁଲିସ ଅଧୀକ୍ଷକ ସମ୍ମିଳନୀ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

July 10, 2026

ଦେଶର ଭବିଷ୍ୟତ ଯୁବ ବୈଜ୍ଞାନିକମାନଙ୍କ ଉପରେ ନିର୍ଭରଶୀଳ: ଧର୍ମେନ୍ଦ୍ର ପ୍ରଧାନ

July 10, 2026

ଅଷ୍ଟ୍ରେଲିଆରେ ଭାରତୀୟ ପ୍ରବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 10, 2026

ବିସ୍ତୃତ ରାଶିଫଳ: ଆଜି ଜୁଲାଇ ୧୦ ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶି ପାଇଁ ଅଛି ଶୁଭ ଖବର

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.