Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୭୯: ସୁସ୍ଥ ହେଲେ ୨୪୮ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୭୯: ସୁସ୍ଥ ହେଲେ ୨୪୮ କରୋନା ଆକ୍ରାନ୍ତ

July 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୦୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ହଜାର ୧୭୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୨୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୪ ହଜାର ୭୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୭୨୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୬୯୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026
Latest News

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ଆଜିଠୁ ମହିଳା ଟି-୨୦ ବିଶ୍ୱକପ୍: ଅଧୁରା ସ୍ୱପ୍ନ ପୂରଣ କରିପାରିବ କି ଟିମ୍ ଇଣ୍ଡିଆ?

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.