Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରହମପୁରା ଛକ ନିକଟରେ ୨ କାର ମୁହାଁମୁହିଁ ଧକ୍କା ଜଣେ ମୃତ ୫ ଆହତ
ଆଜିର ଖବର

ବରହମପୁରା ଛକ ନିକଟରେ ୨ କାର ମୁହାଁମୁହିଁ ଧକ୍କା ଜଣେ ମୃତ ୫ ଆହତ

July 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ସମ୍ବଲପୁର – କଟକ ୫୫ ନମ୍ବର ଜାତୀୟ ରାଜପଥର ଚାରମାଳ ଥାନା ଅନ୍ତର୍ଗତ ବରହପୁରା ଛକ ନିକଟରରେ ଦୁଇ କାର ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇ ଥିବା ବେଳେ ୫ ଜଣ ଆହତ ହୋଇଛନ୍ତି।

ସୂଚନା ଯୋଗ୍ୟ ଯେ ସମ୍ବଲପୁର କଟକ ୫୫ ନଂ ଜାତୀୟ ରାଜପଥ ଚାରମାଳ ଥାନା ଅନ୍ତର୍ଗତ ବରହମପୁରା ଛକ ଠାରେ ବୌଦ୍ଧରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଇନୋଭା ଗାଡ଼ି ନଂ ଓଡ଼ି ୦୫ ଏଏସ ୪୪୬୬ ବିଶିଷ୍ଟ ଗାଡି ବିପରୀତ ଦିଗରୁ ଆସୁଥିବା ବେଲପାହାଡ଼ରୁ ରେଢ଼ାଖୋଲ ସହର ନିକଟସ୍ଥ ଡିମିରିକୁଦାକୁ ଆସୁଥିବା ମାରୁତି ୮୦୦ କାର ସହ ମୁହାଁମୁହିଁ ଧକ୍କା ହେବା ଫଳରେ ବେଲପାହାଡ଼ ସ୍କୁଲ ପଡ଼ାର ମୋନରମା ଦାସ(୪୫) ଙ୍କ ମୃତ୍ୟୁ ହୋଇଯାଇଛି। ଏଥିରେ ରୁପେଶ ଦାସ, ଅଜିତ ଦାସ, ପାଲ ଦାସ, ଧୀର ଦାସ, ଓ ଇନୋଭା ଗାଡ଼ି ର ଡ୍ରାଇଭର ଚନ୍ଦନ ମହାନ୍ତି ଆହତ ହୋଇ ଚାରମାଳ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ଚାରମାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ମୋନରମା ଦାସଙ୍କୁ ରେଢ଼ାଖୋଲ ଡାକ୍ତରଖାନାକୁ ଆଣି ଶବ ବ୍ୟବଚ୍ଛେଦ କରି ପରିବାର ଲୋକ ଙ୍କୁ ହସ୍ତାନ୍ତର କରାଯାଇଛି।

ଚାରମାଳ ଥାନା ଜାତୀୟ ରାଜପଥ ମୁହାଁମୁହିଁ ଧକ୍କା ସମ୍ବଲପୁର - କଟକ
Share. Facebook Twitter LinkedIn Email WhatsApp Copy Link

Related Posts

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026
Latest News

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.